-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

ଧାନବିକ୍ରି ସମସ୍ୟା ନେଇ ବିନିକା ତହସିଲ ଅଫିସ ସଂଭୁଖରେ ଚାଷୀ ଓ କଂଗ୍ରେସ କର୍ମୀଙ୍କ ଧାରଣା ଦୁଇଦିନ ପୁରିଲା, ପ୍ରଶାସନ ସହ ଆଲୋଚନା ବିଫଳ, ଆସନ୍ତାକାଲି ବିନିକା ବନ୍ଦ

24-Jun-2021



 ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ଅଞ୍ଚଳରେ ଧାନବିକ୍ରି ସମସ୍ୟା ନେଇ ଅଚଳାବସ୍ଥା ଲାଗିରହିଛି l ଚାଷୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ତରଫରୁ ପ୍ରଶାସନ ଠାରେ ଅଭିଯୋଗ ହୋଇଛି l ହେଲେ ସମସ୍ୟା ସମାଧାନ ହୋଇନାହିଁ l ଫଳରେ ଚାଷୀ ଧାନବିକ୍ରି କରି ନ ପାରି ହତାଶ ହୋଇପଡିଛି l ଚାଷୀଙ୍କ ଦୁଃଖକୁ ହୃଦୟଙ୍ଗମ କରି ଗତକାଲି ଠାରୁ ବିନିକା ତହସିଲ ଅଫିସ ସମ୍ଭୂଖରେ ବିନିକା କଂଗ୍ରେସ ଦଳ ତରଫରୁ ବିକ୍ଷୋଭ ପ୍ରଦର୍ଶନ ସହ ଆନ୍ଦୋଳନ ଆରମ୍ଭ ହୋଇଛି l ଆନ୍ଦୋଳନ ଦୁଇଦିନ ପୁରିଥିଲେ ମଧ୍ୟ ପ୍ରଶାସନ କେବଳ ମୋଖିକ ପ୍ରତିଶ୍ରୁତି ଦେଉଥିବାରୁ ଚାଷୀ ଓ କଂଗ୍ରେସ କର୍ମୀ ତାହା ବିଶ୍ୱାସ ନ କରି ଆସନ୍ତାକାଲି ବିନିକା ବନ୍ଦ ଡାକରା ଦେଇଛନ୍ତି l ଏଥିପାଇଁ ଆଜି କଂଗ୍ରେସ କର୍ମୀଙ୍କ ତରଫରୁ ସ୍ଥାନୀୟ ତହସିଲଦାର,ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଡାକବାଜି ଯନ୍ତ୍ର ସହାୟତାରେ ଗାଡି ମାଧ୍ୟମରେ ସହର ବାସୀଙ୍କ ଅବଗତି ଓ ସମସ୍ତ ଚାଷୀ ସହଯୋଗ ପାଇଁ ପ୍ରଚାର କରାଯାଇଛି l ଯଦି ଏହା ସତ୍ତେବି ଚାଷୀଙ୍କ ସମସ୍ୟା ସମାଧାନ ନ ହୁଏ ତେବେ ଆଗାମୀ ଦିନରେ କଂଗ୍ରେସ ତରଫରୁ ବଡ଼ଭାରି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆ ଯାଇଛି l ଆଜି ଧାରଣାର ଦ୍ବିତୀୟ ଦିନରେ ସୁବର୍ଣ୍ଣପୁର ପୋଲିସ ଡିଏସପି ଉତ୍କଳ କେଶରୀ ଦାଶ,ତହସିଲଦାର ଅଲେଖ ଘୂଟା,ଯୋଗାଣ ବିଭାଗ ଅଧିକାରୀ ଆନ୍ଦୋଳନକାରୀଙ୍କ ପାଖକୁ ପହଞ୍ଚି ଆଲୋଚନା କରିଥିଲେ ହେଁ ତାହା ବିଫଳ ହୋଇଥିଲା l ଆଜି ଦ୍ବିତୀୟ ଦିନର ଧାରଣାରେ ବହୁ ଚାଷୀ ସାମିଲ ହୋଇଥିବା ବେଳେ କଂଗ୍ରେସ ତରଫରୁ ବ୍ଲକ ସଭାପତି ରବିନ୍ଦ୍ର କୁମାର ହୋତା,ବରିଷ୍ଠ କଂଗ୍ରେସ ନେତା ରାଘବ ଦାସ,ନରେନ୍ଦ୍ର ପଣ୍ଡା,ପ୍ରଦୀପ ସେଠୀ,ନରେନ୍ଦ୍ର ସାହୁ,ଗୋବିନ୍ଦା ଝାଙ୍କର,ସୁମନ୍ତ ସାହୁ,ସୁଧାଂଶୁ ପଣ୍ଡା,ବିଜୟ ଭୋଇ,ସପନେଶ୍ୱର ପୃଷ୍ଟିଙ୍କ ସହ ବହୁ କଂଗ୍ରେସ ନେତା ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like