-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ରରେ ସ୍ନାନ ଯାତ୍ରାଓ ଶ୍ରୀଜୀଉଙ୍କ ଗଜାନନ ବେଶ

24-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ର ରେ ଶ୍ରୀଜୀଉ ଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କୋଭିଡ଼ କଟକଣା ଯୋଗୁଁ କେବଳ ନୀତିକାନ୍ତି ରେ ସମାପନ ହୋଇଥିବା ଏଇ ସ୍ନାନ ଯାତ୍ରା  ଓ ମହାପ୍ରଭୁଙ୍କ ଗଜାନନ ବେଶ କୁ କୌଣସି ଭକ୍ତ ଦେଖିବା ର ସୁଯୋଗ ନଥିବା ବେଳେ  ସୀମିତ ସେବାୟତ ମାନଙ୍କ ଦ୍ୱାରା ଏ ସମସ୍ତ ଦେବନୀତି ସଂପନ୍ନ ହୋଇଥିଲା। ପ୍ରଥମେ ମଙ୍ଗଳ ଆଳତୀ ପରେ ଖେଚୁଡ଼ି ଭୋଗ ପରେ ଶ୍ରୀଜୀଉଙ୍କୁ ଗୋଟି ପହଣ୍ଡି ରେ ସ୍ନାନ ବେଦି କୁ ବିଜେ କରାଯାଇଥିଲା। ସକାଳୁ ଭାରୁଆ ମାନଙ୍କ ଦ୍ୱାରା ହରିହରଯୋରରୁ ୧୦୮ କଳସି ଜଳ ଅଣାଯାଇ ସ୍ନାନବେଦି ରେ ରଖାଯାଇଥିଲା।ସେଇ ପବିତ୍ର ଜଳରେ ଚୂଆ,ଚନ୍ଦନ, ଅଗୁର,ଗଂଗା ଜଳ,କେଶର,ପଞ୍ଚକଷାୟ ଓ କର୍ପୂରାଦି ମିଶ୍ରିତ ସୁବାସିତ ଜଳ କୁ ଶ୍ରୀଜୀଉଙ୍କୁ ସ୍ନାନ କରାଯାଇଥିଲା।ଶ୍ରୀ ବଳଭଦ୍ର ଙ୍କୁ ୩୩ଗରା ପୂର୍ଣ୍ଣ କଳସି, ଶ୍ରୀ ଜଗନ୍ନାଥଙ୍କୁ ୩୫ପୂର୍ଣ୍ଣ କଳସି, ଦେବୀ ସୁଭଦ୍ରା ଙ୍କୁ ୨୨ଗରା ପୂର୍ଣ୍ଣ କଳସି ଓ ଶ୍ରୀ ସୁଦର୍ଶନଙ୍କୁ ୧୮ଗରା ପୂର୍ଣ କଳସି  ସୁବାସିତ ଜଳରେ ସ୍ନାନ କରାଇଥିଲେ। ଏ ସମସ୍ତ ପୂଜା କାର୍ଯ୍ୟ ରେ ପଣ୍ଡିତ ବିଶେଶ୍ୱର ପାଢ଼ୀ ,ଗୁଣାକର ପଣ୍ଡା ତୁଳାଇଥିବାବେଳେ ଯଜ୍ଞ କାର୍ଯ୍ୟ ଦେବାର୍ଚ୍ଚନ ଦାଶ ତୁଳାଇଥିଲେ।  ଛେରା ପହଁରା ଗଡ଼ତ୍ୟା ଚମରା ଅମାତ ତୁଳାଇଥିଲେ।ବିଭିନ୍ନ ଗ୍ରାମର ବ୍ରାହ୍ମଣ ସେବାୟତ ଓ ଟ୍ରଷ୍ଟର ସଦସ୍ୟ ଙ୍କ ସହଯୋଗ କ୍ରମେ ସମସ୍ତ ଦେବକାର୍ଯ୍ୟ ସମାପନ ହୋଇଥିଲା ତେବେ କୋଭିଡ଼ କଟକଣା ଯୋଗୁଁ ମହାପ୍ରଭୁଙ୍କ ଏ ଦୁର୍ଲଭ ସ୍ନାନଯାତ୍ରା ଓ ଗଜାନନ ବେଶ ଦର୍ଶନ କରିବାରୁ ଭକ୍ତ ବଞ୍ଚିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026

You Might Also Like