-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

26-Oct-2020



୧. ଏଠି ବି ଟିକା ରାଜନୀତି : ବିଜେଡି ଓ ବିଜେପି ମୁହାଁମୁହିଁ । ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଜବାବ ମାଗିଲେ ମନ୍ତ୍ରୀ ରଣେନ୍ଦ୍ର , ବିଜେପି କହିଲା , ଟିକା ଏମଓୟୁ ସାର୍ବଜନୀନ କର ।

 

୨. ଅକ୍ଟୋବର ୩୦ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି ।

 

୩. ରେକର୍ଡ ଛୁଇଁବ ଶସ୍ୟ ଉତ୍ପାଦନ ।

 

୪. ହଠାତ୍ ବିଗିଡ଼ିପାରେ ରାଜଧାନୀ ସ୍ଥିତି ।

 

୫. କରୋନା ଛଡାଇନେଳୟଲା ପୂଜା ଚମକ । ଖୁବ୍ ଶୀଘ୍ର କୋଭାକ୍ସିନ୍ ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ।

 

୬. ବିଶ୍ୱରେ କରୋନା ସଂକ୍ରମଣ ୪୨ ନିୟୁତ ଟପିଲା ।

 

୭. ନରେନ୍ଦ୍ର ମୋଦି "ମନ୍ କି ବାତ୍" ରେ କହିଛନ୍ତି କିଣାକିଣି ବେଳେ ଭୋକାଲ୍ ଫର୍ ଲୋକାଲ୍ ହୁଅ ।

 

୮. ଭାରତକୁ ବିଶ୍ୱ ଅର୍ଥନୈତିକ ଫୋରମର ପ୍ରଶଂସା ।

 

୯. ଶୀତଦିନେ ଉଡିବ କମ୍ ବିମାନ ।

 

୧୦. କରୋନା ଭୟାବହତା ନେଇ ବୈଜ୍ଞାନିକଙ୍କ ଚେତାବନୀ ବେଳେ ଅର୍ଥନୀତିର ଆକାଂକ୍ଷା ଏକ ବଡ଼ ଚ୍ୟାଲେଞ୍ଜ ।

 

୧୧. ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ କୋଭିଡ୍-୧୯ ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଟୁଇଟ୍‌ କରି ସେ କହିଛନ୍ତି, ମୁଁ କୋଭିଡ୍-୧୯ ପଜିଟିଭ୍ ବୋଲି ପରୀକ୍ଷାରୁ ଜଣାପଡ଼ିଛି । 

 

୧୨. ଆବୁଧାବି: ଇଣ୍ଡିଆନ୍‌ ପ୍ରମିୟର ଲିଗ୍‌ (ଆଇପିଏଲ୍‌)-୨୦୨୦ର ୪୫ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୮ ୱିକେଟରେ ପରାସ୍ତ କଲା ରାଜସ୍ଥାନ ରୟାଲ୍ସ । 

 

୧୩. ଟ୍ୱିଟ୍ କରି ଦେଶବାସୀଙ୍କ ଆକ୍ରୋଶର ଶିକାର ହେଲେ ନେପାଳ ପ୍ରଧାନମନ୍ତ୍ରୀ ।

 

୧୪. ଭୁବନେଶ୍ବର ରୁ ପୁଣି ୧୨୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

୧୫. ଦୁର୍ଗା ମାଆ ଆଣିଲେ ଖୁସି ଖବର । ମହାନବମୀରେ ଓଡିଶା ପାଇଁ ଭଲ ଖବର । ସୁସ୍ଥ ହେଲେ ୨୦୭୧ କରୋନା ଆକ୍ରାନ୍ତ ।

 

୧୬. ବାଲେଶ୍ୱର ଉପନିର୍ବାଚନ : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ‘କରୋନା ଟିକା’ ପ୍ରଶ୍ନ କଲେ ।

 

୧୭. ପୁରୀ : ୨୫ ବର୍ଷ ପରେ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ ।

 

୧୮. 2+2 ବୈଠକକୁ ନେଇ ଚୀନ୍‌ର ଚିନ୍ତା, କହିଲା ମହାଶକ୍ତିରେ ରୂପାନ୍ତରିତ ହେଉଛି ଭାରତ, ଅନ୍ତର୍ଜାତୀୟ ସ୍ତରରେ ବଢୁଛି ଗୁରୁତ୍ୱ।

 

୧୯. ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ କପିଲ ଦେବ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି ଚେତନ ଶର୍ମା ।

 

୨୦. ଦୁବାଇ : ଆଇପିଏଲର ୪୪ତମ ମୁକାବିଲାରେ ଚେନ୍ନାଇ ସୁପର୍ କିଙ୍ଗସ୍ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୮ ଉଇକେଟ୍‌ରେ ପରାସ୍ତ କରିଛି ।

 

*କରୋନା ଟିପ୍ସ୍ : ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି ସାବଧାନ ରୁହନ୍ତୁ, ସଂକ୍ରମଣ ବଢ଼ିପାରେ ନିୟମ ମାନି ମାସ୍କ ପିନ୍ଧନ୍ତୁ, ଶାରୀରିକ ଦୂରତା ରଖନ୍ତୁ,ଓ ବାରମ୍ବାର ହାତ ଧୁଅନ୍ତୁ-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର ।*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like