-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||     

HOME   ରାଜ୍ୟ

ପାତାଲି ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧା ମୁର୍ତୀଙ୍କ ପାରମ୍ପରିକ ସ୍ନାନ ଯାତ୍ରା କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ

24-Jun-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ସ୍ଥିତ ପାତାଲି ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧା ମୁର୍ତୀଙ୍କ ପାରମ୍ପରିକ ସ୍ନାନ ଯାତ୍ରା କୋଭିଡ କଟକଣା ମଧ୍ୟରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ସକାଲୁ ମଙ୍ଗଲ ଆଲତୀ ଓ ଖେଚୁଡି ଭୋଗ ଲାଗି ପରେ ଚତୁର୍ଦ୍ଧା ମୁର୍ତୀଙ୍କୁ ଗୋଟି ପହଣ୍ଡିରେ ସ୍ନାନ ମଣ୍ଡପକୁ ଅଣାଯାଇଥିଲା । ସେଠାରେ ପୁଜା ନିତି, ହୋମଯଜ୍ଞ, ମହାସ୍ନାନ ଅନୁଷ୍ଠିତ ହୋଇଥିଲା ।   ସିମିତ ସେବାୟତଙ୍କୁ ନେଇ ରୁପା କଲସୀରେ ଶ୍ରୀ ଭଲଭଦ୍ରଙ୍କୁ ୩୩ ଗରା, ମାଁ ଶୁଭଦ୍ରାଙ୍କୁ ୨୨ଗରା, ଶ୍ରୀ

 

ଜଗନ୍ନାଥଙ୍କୁ ୩୫ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ପବିତ୍ର ଜଳରେ ସ୍ନାନ କରାଯାଇଥିଲା । ପରେ ଶ୍ରୀ ଜିଉ ମାନଙ୍କୁ ହାତୀ ବେଷରେ ସଜ୍ଜିତ କରାଯାଇଥିଲା ।  କୋଭିଡ କଟକଣା ଯୋଗୁଁ ଭକ୍ତ ମାନଙ୍କୁ ଦର୍ଶନ  ବାରଣ କରାଯାଇଥିଲା । ପରେ  ଧାଡି ପହଣ୍ଡିରେ ପ୍ରଭୁଙ୍କୁ ଅଣଷର ଗୃହକୁ ବିଜେ କରାଯାଇଥିଲା । ମୁଖ୍ୟ ପୁଜକ ବିଶେଶ୍ୱର ପାଢୀ ଓ ଗୁଣାକର ପଣ୍ଡା ପୁଜା କାର୍ଯ୍ୟ ତୁଲାଇଥିଲେ । ପଣ୍ଡିତ ଦେବାର୍ଚନ ଦାସ ଯଜ୍ଞ କାର୍ଯ୍ୟ ତୁଲାଇଥିବା ବେଳେ ଗଡତ୍ୟା ଚମରା ଅମାତ ଛେରାପହରା କରିଥିଲେ । ଏହି ସ୍ନାନ ଯାତ୍ରାରେ ବିଭିନ୍ନ ଗ୍ରାମର ବ୍ରାହ୍ମଣ ସେବାୟତଙ୍କ ସମେତ ପାତାଳି ଟ୍ରଷ୍ଟର ସଦସ୍ୟ ମାନେ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026

You Might Also Like