-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ରାଜ୍ୟ

ଆଇ ପି ଏସ୍ ସ୍ତରରେ ବଡ ଧରଣର ଅଦଳ ବଦଳ: ସୁଧାଂଶୁ ଷଡଙ୍ଗୀ ହେଲେ ଗୃହ ବିଭାଗର ଓ ଏସ୍ ଡି

24-Jun-2021



ଭୁବନେଶ୍ବର(ସୁଶାନ୍ତ କୁମାର ଖଟୁଆ) : ବରିଷ୍ଠ ପୋଲିସ ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଗୃହ ବିଭାଗର ଓଏସଡି ହେଲେ ଡ଼. ସୁଧାଂଶୁ ଷଡ଼ଙ୍ଗୀ । ସେହିପରି ନୂଆ ପରିବହନ କମିଶନ ହୋଇଛନ୍ତି ଅରୁଣ ବୋର୍ଥରା । ଏ ନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।  

   ଡ଼. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗର ଓଏସଡି ଭାବରେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ପୋଲିସ ଗୃହ ନିର୍ମାଣର ସିଏମଡି ଦାୟିତ୍ବରେ ଥିଲେ ୧୯୯୦ ବ୍ୟାଚର ସୁଧାଂଶୁ । ନୂଆ ଗୁଇନ୍ଦା ନିର୍ଦେଶକ ହୋଇଛନ୍ତି ୧୯୯୨ ବ୍ୟାଚର ଅଫିସର ଲଳିତ ଦାସ ।  ସେ ପୋଲିସ ମୁଖ୍ୟାଳୟର ଅତିରିକ୍ତ ଡିଜି ଦାୟିତ୍ବ ଥିଲେ । 
ପରିବହନ କମିଶନ ଥିବା ସଂଜୀବ ପଣ୍ଡାଙ୍କୁ କ୍ରାଇମବ୍ରାଞ୍ଚର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି । ଏହା ସହ 1994 ବ୍ୟାଚର ସଂଜୀବଙ୍କୁ ପୋଲିସ ଗୃହ ନିର୍ମାଣର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।
ସେହିପରି ଭିଜିଲାନ୍ସ ନିର୍ଦ୍ଦେଶକ ହେଲେ ୧୯୯୪ ବ୍ୟାଚର  ଯଶୱନ୍ତ ଜେଠୱା । ପୂର୍ବରୁ ସେ ପୋଲିସ ଆଇନ ଏବଂ ଶୃଙ୍ଖଳାର ଅତିରିକ୍ତ ଡିଜି ଥିଲେ । ଗୁଇନ୍ଦା ନିର୍ଦ୍ଦେଶକ ଥିବା ୧୯୯୫ ବ୍ୟାଚର ଆର. କେ ଶର୍ମାଙ୍କୁ ପୋଲିସ ଆଇନ ଏବଂ ଶୃଙ୍ଖଳାର ଅତିରିକ୍ତ ଡିଜି ଭାବେ ନୂଆ ନିଯୁକ୍ତି ଦିଆଯାଇଛି ।
ନୂଆ ପରିବହନ କମିଶନ ହୋଇଛନ୍ତି ଅରୁଣ ବୋର୍ଥରା । ୧୯୯୬ ବ୍ୟାଚର ଅରୁଣ ଓଏସଆରଟିସିର ସିଏମଡି ଏବଂ କ୍ରୁଟର ସିଇଓ ଥିଲେ । ଅରୁଣ ପରିବହନ କମିଶନର ଭାବେ ବଦଳି ହେବା ପରେ ଓଏସଆରଟିସିର ସିଏମଡି ଏବଂ କ୍ରୁଟର ସିଇଓ ପଦ ଫାଙ୍କା ହେଇଛି ।  
ହେଲେ କିଛି ଦିନ ପରେ ଏନେଇ ନୂଆ ନିଯୁକ୍ତି ହେବ ବୋଲି ସୂଚନା ମିଳିଛି । ସେହିପରି ଆଇଜି ଭିଜିଲାନ୍ସ ଭାବେ ବଦଳି ହୋଇଛନ୍ତି ୧୯୯୭ ବ୍ୟାଚର ଅସିତ କୁମାର ପାଣିଗ୍ରାହୀ । ସେ ଆଇଜି ହୋମଗାର୍ଡ ଏବଂ ଅଗ୍ନିଶମ ଦାୟିତ୍ବରେ ଥିଲେ । ଅସିତଙ୍କ ବଦଳି ପରେ ଏଠାରେ ନୂଆ ନିଯୁକ୍ତି ହୋଇନି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like