-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ବାଲିଗୁଡା: କରୋନା କଟକଣା ଭିତରେ ସରିଲା ଶ୍ରୀଜିଉ ମାନଙ୍କ ସ୍ନାନ ପୂର୍ଣ୍ଣିମା : ଗଜାନନ ବେଶରେ ବିଜେ ହେଲେ ତିନି ଠାକୁର

24-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଭକ୍ତ ଓ ଭଗବାନଙ୍କ ଭାବ ଓ ଭକ୍ତିର ସମ୍ପର୍କ ରହିଛି । ଏଭଳି ପବିତ୍ର ଦିନ ଗୁଡିକ ପାଇଁ ଶ୍ରଦ୍ଧାଳୁ ଭକ୍ତଗଣ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନର  ଅନେକ ଆଶା ନେଇ ଅପେକ୍ଷାରତ ଥାଆନ୍ତି । ତେବେ କରୋନା ମହାମାରୀ ଭଳି ଏକ ବ୍ୟାଧିରେ ସମସ୍ତେ ଉଣା ଅଧିକେ ଜଡ଼ିତ ହୋଇଥିବା ବେଳେ ସରକାରୀ ନିୟମ ପ୍ରତି ଦୃଷ୍ଟି ଦେଇ ସବୁ କାର୍ଯ୍ୟ ଭକ୍ତଙ୍କ ବିନା ସମ୍ପନ୍ନ ହେଉଛି ।କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଚଳିତ ବର୍ଷ ବିନା ଭକ୍ତରେ କରୋନା କଟକଣା ଯୋଗୁଁ  ପାରମ୍ପରିକ ପୁଜା ପରେ ମୁଖ୍ୟ ପୂଜକ ବାବୁଲା ପଣ୍ଡାଙ୍କ ନେତୃତ୍ଵରେ ଅନ୍ୟ ବ୍ରାହ୍ମଣଙ୍କ ସହଯୋଗରେ ତିନି ଠାକୁରଙ୍କୁ ୨୧ଗରାରେ ୩ଠାକୁରଙ୍କୁ ସ୍ନାନ କରଯାଇଥିଲା । ସ୍ନାନ ପରେ ୩ ଠାକୁରଙ୍କୁ ଗଜାନନ ବେଶରେ ସଜ୍ଜିତ  କରଯାଇଥିଲା ।

ଏହା ସହ କରୋନା କଟକଣା ରହିଥିବାରୁ ଭକ୍ତ ମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ ବାରଣ କରାଯାଇଛି । ମନ୍ଦିର ପରିସର ବାହାରେ ରହି ଶ୍ରଦ୍ଧାଳୁ ଭକ୍ତଗଣ ଶ୍ରୀ ଜିଉ ମାନଙ୍କୁ ନିଜର ଭକ୍ତି ସମର୍ପଣ କରିଥିଲେ । ଅନ୍ୟ ପଟରେ ଅନେକ ଶ୍ରଦ୍ଧାଳୁ ମାନଙ୍କ ମନରେ ଚଳିତ ବର୍ଷ ମହାମାରୀ କରୋନା ଭକ୍ତ ଓ ଭଗବାନଙ୍କ ମଝିରେ ପାଚେରୀ ହୋଇ ଠିଆ ହୋଇ ରହିଥିବାରୁ ଭକ୍ତମାନଙ୍କ ମନରେ ଦୁଃଖ ରହିଥିବା ସହ ମହାପ୍ରଭୁଙ୍କୁ ବାହାର ରହି ଟିକେ ଦର୍ଶନ ପାଇ ପାରିଛନ୍ତି । ଏହା ସହ ସବୁ ବର୍ଷ ମହାପ୍ରଭୁ ମନ୍ଦିରରୁ ବାହାରି ଭକ୍ତମାନଙ୍କୁ ନିଜର ଦର୍ଶନ ଦେଇଥାନ୍ତି କିନ୍ତୁ ମହାମାରୀ କରୋନା ପାଇଁ ଚଳିତ ବର୍ଷ କରୋନା କଟକଣା ରହିଥିବାରୁ ସବୁ ଧର୍ମାନୁଷ୍ଠାନ ଗୁଡିକ ସହରର ଖାଁ ଖାଁ ଲାଗୁଥିବା ସହ ବିନା ଭକ୍ତରେ ମହାପ୍ରଭୁଙ୍କ ଏହି ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ରୀତିନୀତି ପ୍ରକ୍ରିୟା ସଂପନ୍ନ ହୋଇଛି । ଆଖପାଖ ଅଞ୍ଚଳରୁ  ଆସିଥିବା ଭକ୍ତ ଗଣ ଚତୁର୍ଦ୍ଧାମୂର୍ତ୍ତିଙ୍କ ପାଖକୁ ଯାଇ ନ ପାରି ମନ୍ଦିର ପରିସର ବାହାରେ ଦର୍ଶନ କରି ଜଗତର ଆରାଧ୍ୟ ଦେବତାଙ୍କୁ ଭକ୍ତି ନୈବେଦ୍ୟ ଅର୍ପଣ କରିଥିଲେ ରୁଦ୍ଧ ଭରା କଣ୍ଠରେ । ଭଗବାନଙ୍କ ଠାରୁ ତାଙ୍କର ପ୍ରିୟ ଭକ୍ତଙ୍କୁ ଅଲଗା କରି ରଖିଛି କରୋନା କଟକଣା । ଅଧିକାଂଶ ଭକ୍ତ ସ୍ୱଚ୍ଛ  ଭାବେ ଦର୍ଶନ ପାଇ ନ ପାରି ମନ ଉଣା କରି ଫେରି ଯାଇଛନ୍ତି l ଏହି ସ୍ନାନ କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ଶୁଭଙ୍କର ମହାପାତ୍ର, ପୁର୍ବତନ ଏନଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ, ଲଳିତ ପାତ୍ର, ଶ୍ରୀନିବାସ ପାତ୍ର, ମଧୁସୂଦନ ଦାସଙ୍କ ସମେତ ପୋଲିସ୍ ପ୍ରଶାସନ ତରଫରୁ ଏସଡ଼ିପିଓ ମନୋଜ କୁମାର  ପୂଜାରୀ, ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସୂଚାରୁ ରୂପେ  ସ୍ନାନ କାର୍ଯ୍ୟ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like