-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ରୋଗୀ ଓ ବୃଦ୍ଧା ସେବାଶ୍ରମ ରେ ପହଞ୍ଚି ଟୀକାକରଣ କଲେ ସୁବର୍ଣ୍ଣପୁର ର ସ୍ୱତନ୍ତ୍ର ଡାକ୍ତରୀ ଦଳ*

24-Jun-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ତେଲନଦୀ ଓ ମହାନଦୀର ସଙ୍ଗମ ସ୍ଥଳରେ ଦୀର୍ଘ ବର୍ଷରୁ  ବସବାସ କରି ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା ସୁଯୋଗ ପାଇ ଆସୁଥିବା ଲେପ୍ରୋସି କଲୋନୀ  (ରୋଗୀ ସେବାଶ୍ରମ) ଏବଂ ଲେପ୍ରl ଇଣ୍ଡିଆ ନିକଟସ୍ଥ  ବୃଦ୍ଧାଶ୍ରମକୁ ଆଜି ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନାର ଏ ଡ଼ି ଏମ ଓ (ଏଫଡବ୍ଲୁ ) ଶ୍ରୀ  ନବ କିଶୋର ବେହେରାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ମେଡିକାଲ ଟିମ ପହଞ୍ଚି ରୋଗୀ ସେବାଶ୍ରମର ୧୪ ଜଣ ରୋଗୀଙ୍କୁ ପ୍ରଥମ ଡୋଜ  ଟୀକାକରଣ କରିଥିବା ବେଳେ ବୃଦ୍ଧାଆଶ୍ରମର ୧୮ ଜଣ ବୃଦ୍ଧ ବୃଦ୍ଧାଙ୍କୁ ଦ୍ଵିତୀୟ ଡୋଜ ଓ ଜଣଙ୍କୁ ପ୍ରଥମ ଡୋଜ ଟୀକା ପ୍ରଦାନ କରିଥିଲେ l

ଆଜିର ଏହି ସ୍ୱତନ୍ତ୍ର ଓ ଉଚ୍ଚସ୍ତରୀୟ ମେଡିକାଲ ଟିମ ଟିକାକରଣ  କାର୍ଯ୍ୟକ୍ରମରେ  ଏଡିଏମଓ ଶ୍ରୀ ବେହେରାଙ୍କ ସମେତ  ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଗାଁ କଲ୍ୟାଣ ସମିତି ର  କୋଡ଼ିନେଟର  ହିତେଶ ତ୍ରିପାଠୀ, ଡାଟା ଏଣ୍ଟ୍ରି ଅପରେଟର ମାନସ ପାଣ୍ଡିଆ,  ଆର -ବି -ଏସ -କେ ର  ନୂତନ କୋଡ଼ିନେଟର  ଓ  ସେବିକା ଭାମାବତୀ ହାତୀ ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l ଓ ଅନ୍ତେବାସୀ ମାନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଏକ ଘଣ୍ଟା ଯାଏ ନିରୀକ୍ଷଣ କରି  ସେମାନଙ୍କୁ  ଉତ୍ସାହିତ କରିଥିଲେ l ପରବର୍ତ୍ତୀ ପର୍ଯ୍ୟାୟ ରେ ସୋନପୁର ର ସ୍ୱଧlର ଗୃହ ର ଅନ୍ତେବାସୀଙ୍କୁ  ମଧ୍ୟ ଟୀକା କରଣ କରିବାକୁ ଆଜି ନିଷ୍ପତ୍ତି ହୋଇଥିବା ବେଳେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ନିର୍ଦ୍ଧେଶ କ୍ରମେ  ଆଜି ବିଭିନ୍ନ ଆଶ୍ରମ ର ଅସହାୟ ରୋଗୀ ଓ  ବୃଦ୍ଧ ଅନ୍ତେବାସୀଙ୍କୁ କରାଯାଇଥିବା ଟୀକା କରଣ ଓ  ଏହି ମହତ ସେବା କୁ ସହର ର ବିଭିନ୍ନ ମହଲ ରେ ପ୍ରଶଂସା କରାଯାଇଛି l ସହରରେ ପ୍ରଥମେ ଟୀକାକରଣରେ ଦେଖାଦେଇଥିଵା ବିଭିନ୍ନ ସମସ୍ୟାରେ ବର୍ତମାନ ସମ୍ପୂର୍ଣ ସୁଧାର ଓ ବ୍ୟବସ୍ଥିତ ହୋଇ ଆସିଥିବା ଖବର  ଜନସାଧାରଣଙ୍କ ମଧ୍ୟରେ ଖୁସି ଦେଖା ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like