-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ନିଆର ଢଙ୍ଗରେ ଜନ୍ମ ଦିନ ପାଳନ କଲେ ଯୁବ ଶିକ୍ଷାବିତ: ଗରିବ ଲୋକଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲେ

25-Jun-2021



ଯାଜପୁର (ସୁଶାନ୍ତ କୁମାର ଖଟୁଆ) ଯାଜପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଅନ୍ବେଷଣ ଥିଏଟର ଗ୍ରୁପ ର ସଦସ୍ୟ  ଯୁବ ଶିକ୍ଷାବିତ  ଧନଞ୍ଜୟ ନାୟକ  ତାଙ୍କର  ଜନ୍ମ ଦିବସକୁ ଆଜି ଏକ ନିଆରା ଢଙ୍ଗରେ ଅନ୍ବେଷଣ ପରିବାର ସହ ଯାଜପୁରରେ କୋବିଡ଼ କଟକଣା ଅନୁଯାଇ ପାଳନ କରିଛନ୍ତି ।
ସଂଗଠନ ର ସଭାପତି ବୃନ୍ଦାବନ ମିଶ୍ର ଙ୍କ ସଭାପତିତ୍ୱ ରେ ଆଜି ପ୍ରଥମେ  ଅମ୍ବିକାଇ ସ୍ଥିତ କିଛି ଗରିବ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟା ଯାଇଥିଲା ,ଏହାପରେ ସପନପୁର ସ୍ଥିତ ଅନ୍ବେଷଣ ଥିଏଟର ଗ୍ରୁପ ର କାର୍ଯ୍ୟାଳୟ ପରିସରରେ ଓଡିଶା ର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ର ଙ୍କ ବିୟୋଗ ରେ ନିରବ ପାର୍ଥନା କରାଯାଇଥିଲା ।ସଂଗଠନ ସମ୍ପାଦକ ଅଭିମନ୍ୟୁ ମିଶ୍ର ଙ୍କ ଆବାହନ ରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନ ର ଉପଦେଷ୍ଟା ତଥା ଉତ୍କଳ ସାମ୍ବାଦିକ ସଂଘ ର ଯାଜପୁର ଜିଲ୍ଲା ସଭାପତି ହରିହର ସ୍ୱାଇଁ ଯୋଗ ଦେଇ ଶ୍ରୀ ନାୟକ ଙ୍କୁ ଉପଢ଼କନ ଓ ପୁଷ୍ପ ଗୁଚ୍ଛ ଦେଇ ଜନ୍ମ ଦିନ ର ଶୁଭେଚ୍ଛା ଜଣାଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ସଭାପତି ବୃନ୍ଦାବନ ମିଶ୍ର, ସମ୍ପାଦକ ଅଭିମନ୍ୟୁ ମିଶ୍ର, ସାଂସ୍କୃତିକ ସମ୍ପାଦକ ଶଙ୍କର ସାହୁ, ଉପସଭାପତି ସୁବାଷ ଚନ୍ଦ୍ର ଦେବତା,  ଧନଞ୍ଜୟ ପୃଷ୍ଟି, ଭରତ ଚନ୍ଦ୍ର ବେହେରା, ଉପେନ୍ଦ୍ର କୁମାର ଯେନା, ପ୍ରସନ୍ନ କୁମାର ବିଶ୍ବାଳ, ଅନୀଲ କୁମାର ଯେନା, ଇଛାମୟୀ ଧଳ, ସ୍ବାତୀ ପଣ୍ଡା, ସାଗରିକା ପରିଡା, ମମତା ରାଣୀ ଯେନା, ମୁକୁନ୍ଦ ନାୟକ, ମୃତ୍ୟୁଞ୍ଜୟ ସାହୁ,  ଭାବଗ୍ରାହୀ ମିଶ୍ର, ଭବାନୀ ଶଙ୍କର ପତି, ସମରଜିତ୍ ମହାନ୍ତି, ଦିବ୍ୟଜ୍ୟୋତି ଦାସ, 
ପ୍ରଭାତ କୁମାର ଦାଶ, ବିଜୟ ମହାରଣା ପ୍ରମୁଖ  ଏହି କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ ।
ଆଜିର ଜନ୍ମ ଦିବସ ସବୁଦିନ ପାଇଁ ସ୍ମୃତି ହୋଇ ରହିବ ବୋଲି ଶ୍ରୀ ନାୟକ ଏମ ଟିଭି  କୁ ଜଣାଇଛନ୍ତି  ଓ ଅନ୍ବେଷଣ ପ୍ରତି ନିଜର କୃତଜ୍ଞତା ଜ୍ଞାପନ ମଧ୍ୟ କରିଛନ୍ତିି uh


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like