-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ରାଜ୍ୟ

ପୂର୍ବ ସୀମାନ୍ତ ରେଳପଥରେ ପରିବର୍ତିତ ମାର୍ଗରେ ଗତି କରିବ ୧୨ ଟି ଟ୍ରେନ୍

25-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଚଳାଚଳ କରୁଥିବା ୧୨ ଟି ଟ୍ରେନ୍ ପୂର୍ବ ସୀମାନ୍ତ ରେଳପଥରେ ସାମୟିକ ଭାବେ ପରିବର୍ତ୍ତିତ ମାର୍ଗରେ ଯାତାୟାତ କରିବ | ପୂର୍ବ ସୀମାନ୍ତ ରେଳପଥରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ |ଦୋହରୀକରଣ କାର୍ଯ୍ୟକ୍ଷମ ପାଇଁ ହିଁ ନିଷ୍ପତ୍ତି  |

   ପୂର୍ବ ସୀମାନ୍ତ ରେଳପଥର ଅଲିପୁର ଦୁଆର ରେଳମଣ୍ଡଳ ଅନ୍ତର୍ଗତ ବେଟଗାରା-ଖଲାଇଗ୍ରାମ ଓ ଜଲପାଈଗୁଡ଼ି ରୋଡ଼-ୱାଇ ଲେଗ୍ ସ୍ପେଶାଲ୍ କ୍ଲାସ୍ ଷ୍ଟେସନ୍ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ବନ୍ଧୀୟ ବେଟଗାରା, ଅଲ୍ଟାଗ୍ରାମ୍, ଧୁପଗିରି, ଜଲପାଈଗୁଡ଼ି ରୋଡ୍, ୱାଇ ଲେଗ୍ ସ୍ପେଶାଲ୍ କ୍ଲାସ୍ ଷ୍ଟେସନ୍ ମାନଙ୍କ ଠାରେ  ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି କିଛି ଟ୍ରେନ୍ ନିମ୍ନଲିଖିତ ଅନୁଯାୟୀ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରାଇବାପାଇଁ ନିଷ୍ପତ୍ତି ନିଆଯାଇଅଛି |  

 ୦୧.     ୦୭୦୩୦ ସିକନ୍ଦରବାଦ - ଅଗରତାଲା ସ୍ପେଶାଲ ଟ୍ରେନ, ସିକନ୍ଦରାବାଦରୁ ୨୮ ଜୁନ୍, ୨୦୨୧ ତାରିଖ ଦିନ |

୦୨.    ୦୨୫୧୦ ଗୌହାଟୀ-ବାଙ୍ଗାଲୋର ବିଶେଷ ଟ୍ରେନ ଗୌହଟିରୁ ୨୭ ରୁ ୨୯ ଜୁନ୍, ୨୦୨୧ ମଧ୍ୟରେ |

୦୩.    ୦୨୫୧୪ ଗୌହାଟୀ-ସିକନ୍ଦରାବାଦ-ଗୌହାଟୀ ବିଶେଷ ଟ୍ରେନ ଗୌହାଟୀ ଠାରୁ ୧ ଜୁଲାଇ, ୨୦୨୧ ତାରିଖ ଦିନ |

୦୪.   ୦୨୫୫୨ କାମାକ୍ଷା-ଯଶୋବନ୍ତପୁର-କାମାକ୍ଷା ବିଶେଷ ଟ୍ରେନ କାମାକ୍ଷା ଠାରୁ ୩୦ ଜୁନ୍, ୨୦୨୧ ତାରିଖ ଦିନ |

  ସିଲିଗୁଡ଼ି-ଅଲିପୁର ଦୁଆର୍-ସମୁକତାଲା ରୋଡ୍ ମାର୍ଗଦେଇ ଚଳାଚଳ କରିବାକୁଥିବା ବିଶେଷ ଟ୍ରେନ  |

୦୧.    ୦୨୫୫୧ ଯଶୋବନ୍ତପୁର-କାମାକ୍ଷା-ଯଶୋବନ୍ତପୁର ବିଶେଷ ଟ୍ରେନ ଯଶୋବନ୍ତପୁର ଠାରୁ ୨୬ ଜୁନ୍, ୨୦୨୧ ତାରିଖ ଦିନ |

୦୨.    ୦୫୯୨୯  ତାମ୍ବରମ-ନ୍ୟୁ ତିନସୁକିଆ ବିଶେଷ ଟ୍ରେନ ତାମ୍ବରମ ଠାରୁ ୨୮ ଜୁନ୍, ୨୦୨୧ ତାରିଖ ଦିନ |

୦୩.    ୦୫୬୨୯ ତାମ୍ବରମ-ସୀଲଘାଟ ବିସସ ଟ୍ରେନ ତାମ୍ବରମ ଠାରୁ ୨୮ ଜୁନ୍, ୨୦୨୧ ତାରିଖ ଦିନ |

୦୪.   ୦୨୫୧୬ ସୀଲଚର-କୋଏମ୍ବାଟୋର ବିଶେଷ ଟ୍ରେନ ସୀଲଚର ଠାରୁ ୨୯ ଜୁନ୍ ୨୦୨୧ ତାରିଖ ଦିନ |

୦୫.    ୦୬୧୮୬ ଗୌହାଟୀ-ତ୍ରିଭେନ୍ଦ୍ରମ ବିଶେଷ ଟ୍ରେନ ଗୌହଟିରୁ ୩୦ ଜୁନ୍, ୨୦୨୧ ତାରିଖ ଦିନ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like