-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

୧୩ ଜୁଆଡି ଗିରଫ : ନଗଦ ୯୧ ହଜାର ସହ ୧୦ ବାଇକ ଜବତ

25-Jun-2021



ହିଞ୍ଜିଳିକାଟୁ,(ପ୍ରେରଣା ଖବର): ଗାଁ ଗହଳିରେ ଜମୁଛି ଜୁଆଖେଳ । ଜୁଆଡିଙ୍କୁ ସାବାଡ କରିବା ଲାଗି ପୋଲିସ ତରଫରୁ ପେଟ୍ରୋଲିଂ ବ୍ୟବସ୍ଥାକୁ କରାଯାଇଛି କଡାକଡି । ତଥାପି କମ୍ ସମୟରେ ଅଧିକ  ଟଙ୍କା ପାଇବା ଆଶାରେ ଲୁଚାଛପା ଚାଲୁଛି ବହୁ ଅଂଚଳରେ ଜୁଆଖେଳ । ପୂର୍ବରୁ ବିଭିନ୍ନ ଗ୍ରାମରେ ଅଚାନକ ଚଢାଉ କରି ପୋଲିସ ଜୁଆଡି ମାନଙ୍କୁ ବାନ୍ଧି ସାବାଡ କରିଥିବା ବେଳେ ପୁଣି ଗୁରୁବାର ସଂନ୍ଧ୍ୟାରେ ହିଞ୍ଜିଳି ଥାନା ପୋଲିସକୁ ମିଳିଛି ଏକ ସଫଳତା । ସୂଚନା ପ୍ରକାରେ ହିଞ୍ଜିଳି ଥାନା ବରପଲ୍ଲୀ  ନିକଟସ୍ଥ ଆମ୍ଭ ତୋଟାରେ ଏକ ଜୁଆଖେଳ ଚାଲୁଥିବା କୈାଣସି ଏକ ବିଶ୍ୱସ୍ଥ ସୁତ୍ରରୁ ଖବର ପାଇ  ଅଚାନକ ଚଢାଉ କରିଥିଲା ପୋଲିସ ଟିମ୍ । ଘଟଣା ସ୍ଥଳରୁ ୧୩ ଜୁଆଡିକୁ ବାନ୍ଧିବା ସହ ନଗଦ ୯୧ ହଜାର  ଟଙ୍କା ସମେତ ପୋଲିସ ୧୦ ବାଇକ ଜବତ କରିଛି । ଗିରଫ ଜୁଆଡି ମାନେ ହେଲେ ବ୍ରହ୍ମପୁର ସଦର ଥାନା ଛାଡାଙ୍କୁଲିର ଶୁକଦେବ ସାହୁ , ନିମଖଣ୍ଡିର ରଂଜନ କୁମାର ସାହୁ ,ହୁଗୁଳାପଟାର ନବୀନ ସ୍ୱାଇଁ ,ସନ୍ତୋଷ ସ୍ୱାଇଁ ,ନିମଖଣ୍ଡିର ଚନ୍ଦନ କୁମାର  ସାହୁ,ଭାବିନିପୁରର ସାନ୍ତୁନ୍ ମହାପାତ୍ର,ବ୍ରହ୍ମପୁର ଗେଟ୍ ବଜାର ଅଂଚଳର ବି ଅନିଲ କୁମାର  ରାଓ ,ବୈଦନାଥପୁର ଥାନା ଗୋଇଲୁଣ୍ଡି ଶ୍ରୀନଗର ସାହିର ବି ରାବଣ ରେଡ୍ଡି, ଲାଞ୍ଜିପଲ୍ଲୀ ରାମନଗର  ଅଂଚଳର ରବିଶଙ୍କର ନନ୍ଦ ,ପୁରୁଷୋତ୍ତମପୁର ଥାନା ଭାବନ୍ଧ ଗ୍ରାମର ଅଜୟ କୁମାର ତ୍ରୀପାଠୀ, କନକ ସାହିର ସ୍ୱରାଜ ପ୍ରଧାନ ,ଓ ଭାଟକୁମୁରଡା ଗ୍ରାମର ଜଗନ୍ନାଥ ସାହୁ । ଏନେଇ ହିଞ୍ଜିଳି ପୋଲିସ ୩୩୫/୨୧ ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଏଥିସହିତ ଚଢାଉରେ ଥାନା ଅଧିକାରୀଙ୍କ ନେତୃତ୍ୱରେ ଥାନା ଏସଆଇ ବାସୁଦେବ ଭୋଇ,ହାବିଲଦାର ପ୍ରମୋଦ କୁମାର ଗନ୍ତାୟତ , କନେଷ୍ଟବଳ ବସନ୍ତ  ଉପାଧାୟ,ସରୋଜ କୁମାର ରଣସିଂହ ,ଅନନ୍ତ ରଣସିଂହ,ପିଏସ ଦଳେଇ ଓ ଓପିଏଫ୍ ଫୋର୍ସ ଚଢାଉରେ ଅଂଶ ଗ୍ରହଣ କରିଥିଲେ । ଜୁଆଖେଳ ସଂମ୍ପର୍ଣ୍ଣ ମୁକ୍ତ କରିବା ଲାଗି ଜୋରଦାର ଚଢାଉ ଜାରି ରହିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like