-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ରାଜ୍ୟ

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ: ୯୭.୮% ଛାତ୍ରଛାତ୍ରୀ ପାସ୍, ୭୭୦୩ ଫେଲ୍

25-Jun-2021



ଭୁବନେଶ୍ୱର (ଶୁଭାଶିଷ ନାୟକ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ଏଥର ୯୭.୮% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ଅପରାହ୍ଣ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି । 
ଛାତ୍ରଛାତ୍ରୀମାନେ ସନ୍ଧ୍ୟା ୬ଟା ଠାରୁ  www.bseodisha.ac.in ଏବଂ www.bseodisha.nic.in ୱେବସାଇଟରେ ସେମାନଙ୍କ ମାର୍କ ଜାଣିପାରିବେ। ଅନଲାଇନର ସୁବିଧା ନ ଥିଲେ  SMS ଜରିଆରେ ମଧ୍ୟ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିପାଇଁ ସେମାନଙ୍କୁ ମୋବାଇଲ୍‌ରେ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି ୫୬୭୬୭୫୦କୁ SMS କରିବାକୁ ହେବ ବୋଲି କୁହାଯାଇଛି ।
କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇପାରି ନଥିଲା । ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ପ୍ରକାଶ କରାଯାଇଛି ଫଳ। ମୋଟ ୫, ୭୪, ୧୨୫ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଛନ୍ତି। ୭୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିବା ବେଳେ  ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିପରି ୨୨୫୬ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ଦେଇ ନାହାନ୍ତି।
ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ A1 ଗ୍ରେଡ୍‌ ପାଇଥିବା ବେଳେ ୨୨, ୧୩୧ ଜଣ A2, ୫୨, ୧୯୯ ଜଣ B1 ଓ ୯୪, ୪୭୫ ଜଣ B2 ଗ୍ରେଡ୍‌ ପାଇଛନ୍ତି। ୫୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି। ତେବେ ଏଥର କୌଣସି ସ୍କୁଲରେ ଶୂନ୍ୟ ରେଜଲ୍ଟ ହୋଇନାହିଁ।
ଚଳିତ ବର୍ଷ ଏକ୍ସରେଗୁଲାରରେ ୫୩, ୨୭୯ ଜଣ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪୭, ୦୬୦ ଜଣ ପାସ୍ କରିଛନ୍ତି। ଅର୍ଥାତ୍‌ ଚଳିତ ବର୍ଷ ଏକ୍ସରେଗୁଲାରରେ ପାସ୍ ହାର ୮୮.୩୦ ପ୍ରତିଶତ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like