-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

କରୋନା ଟୀକାକରଣ ପାଇଁ ସଚେତନତା  

25-Jun-2021



ସଇଁତଳା,(ପ୍ରେରଣା ଖବର) ମହାମାରୀ କରୋନା ସଂକ୍ରମଣକୁ ରୋକିବା ଏକମାତ୍ର ବିକଳ୍ପ ଟୀକା । ଏହାକୁ ନେଇ ବିଶେଷଜ୍ଞମାନେ ମଧ୍ୟ ମତ ପ୍ରକାଶ ଦେଇଛନ୍ତି । ହେଲେ ଟୀକାକୁ ନେଇ ଅନେକ ଗୁଜବ ଉଠୁଥିବା ବେଳ କିଛି ଲୋକଙ୍କ ମନରେ ଟୀକାକୁ ନେଇ ଅନେକ ପ୍ରଶ୍ନ ଉଠୁଛି । ଏହାକୁ ଲକ୍ଷ୍ୟ କରି ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ଜୁନିୟର ରେଡକ୍ରସ ୟୁନିଟ ତରଫରୁ କରୋନା ଟୀକାକରଣ ପାଇଁ ଡେଙ୍ଗ ଗ୍ରାମ ତଥା ରେଲୱେ କଲୋନୀ ପଡା ଠାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ୱନାଥ ମେହେରଙ୍କର ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ଜୁନିୟର

ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ  ଶିକ୍ଷକ ସୁଦର୍ଶନ ଦାଶ, ହିମାଂସୁ ଶେଖର ବିଶ୍ୱାଳ, ଆଦିତ୍ୟ ରଣା, ବ୍ରଜମୋହନ ମାଝି, ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ, ଦ୍ରୋପଦୀ ଭୋଇ, ଯଶୋବନ୍ତୀ ସୁନା, ଭାରତୀ ପ୍ରଧାନ, ଡେଙ୍ଗର ଅଙ୍ଗନୱାଡି କର୍ମୀ ଲିନୁ ସାହୁ, ରେଲୱେ କଲୋନୀ ପଡା ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ରାଜକୁମାରୀ ରଣା, ସୂର୍ଯ୍ୟକାନ୍ତି ରଣା ଅଂଶଗ୍ରହଣ କରିଥିଲେ । ପରେ ବିଦ୍ୟାଳୟ ପରିସରରେ ହୋଇଥିବା ୧୮ ବର୍ଷରୁ ୪୪ ବର୍ଷ ପର୍ଯ୍ୟନ୍ତ ବ୍ୟକ୍ତିମାନଙ୍କୁ କରୋନା ଟୀକା ପ୍ରଥମ ଥର ପାଇଁ ଦିଆ ଯାଇଥିଲା । ଡେଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ

ସନ୍ତୋଷିନୀ ମାଝୀ, ଶିକ୍ଷକ ଲିଙ୍ଗରାଜ ନନ୍ଦଜ, କାନ୍ତି ଭୋଇ, ରେଣୁକା ସାହୁ ନେଲା ପରେ ଅନ୍ୟ ଗ୍ରାମବାସୀମାନେ ଆଗ୍ରହରେ ଆସି ଟୀକାକରଣ କରିଥିଲେ ।  ଟୀକାକରଣ କେନ୍ଦ୍ରରେ ୧୦୦ ଜଣ ଟୀକା ନେଇଥିଲେ । ଟୀକା ନେଲା ପରେ ମଧ୍ୟ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା, ସାବୁନରେ ବାରମ୍ବାର ହାତ ଧୋଇବା ପାଇଁ ଟୀକାଧାରୀମାନଙ୍କୁ ଶିକ୍ଷକ ଶିକ୍ଷୟତ୍ରୀମାନେ ବୁଝାଇଥିଲେ । ଟୀକାକରଣ ପାଇଁ  ସ୍ୱାସ୍ଥ୍ୟକର୍ମୀ ଭାବରେ ପ୍ରଦୀପ ପୁରୋହିତ, ଲୋଚନୀ ପାତ୍ର, ପୁଷ୍ପାଞ୍ଜଳୀ ନାଗ ଓ ଡାଟା ଏଣ୍ଟ୍ରୀ ଅପରେଟର ଭାବରେ ତେଜରାଜ ନାଏକ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like