-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଜୁନ୍ ୨୬ ଓ ଜୁନ୍ ୨୮ ତାରିଖରେ ଜିଲ୍ଲାରେ ୧୮ ବର୍ଷ ରୁ ଉର୍ଦ୍ଧ୍ୱ ବୟସ୍କ ନାଗରିକଙ୍କ ପାଇଁ ଟୀକାକରଣ- ଜିଲ୍ଲାର ବିଭିନ୍ନ ୪୫ ଟି ଟୀକା କେନ୍ଦ୍ରରେ ଟୀକା ପ୍ରଦାନ: ଦ୍ଵିତୀୟ ଡୋଜ଼ ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

25-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜୁନ୍ ୨୬ ଓ  ଜୁନ୍ ୨୮ ତାରିଖ ରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକର ବ୍ୟବସ୍ଥିତ ୪୨ କେନ୍ଦ୍ର, ଯଥା ବୀରମହାରାଜପୁର ବ୍ଲକ ରେ ୯, ଉଲୁଣ୍ଡା ବ୍ଲକ ରେ ୫ ଟି କେନ୍ଦ୍ର,  ସୋନପୁର ବ୍ଲକ ରେ ୮ ଟି କେନ୍ଦ୍ର,  ବିନିକା ବ୍ଲକ ଓ ତରଭା ବ୍ଲକ ପ୍ରତ୍ୟେକ ରେ ୬ ଟି ଲେଖାଏଁ ଟୀକା କେନ୍ଦ୍ର ଏବଂ ଡୁଙ୍ଗୁରିପାଲି ବ୍ଲକ ରେ ୮ କେନ୍ଦ୍ର ସେହିପରି ସୋନପୁର ମ୍ୟୁନିସିପାଲିଟି ର ୩ ଟି କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ ବର୍ଷ ହିତାଧିକାରୀଙ୍କୁ ପ୍ରଥମ ଡୋଜ଼ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ୨ୟ ଡୋଜ଼ ଟୀକା ପ୍ରଦାନ କରାଯିବ l 
୧୮ ରୁ ଉର୍ଦ୍ଧ ବର୍ଷ  ହିତାଧିକାରୀ ଟୀକାକରଣ ନିମନ୍ତେ  ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ୯ ଟା ରେ କେନ୍ଦ୍ରକୁ ଯାଇ ଟୀକାନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେl ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ l ଉକ୍ତ ଦିନ ଗୁଡିକରେ  ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ  ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ  ସକାଳ ୯ ରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l ହିତାଧିକାରୀ ଟୀକାକରଣ  ପାଇଁ  ଅନଲାଇନ  https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ  l
ଜୁନ ତା୨୫  ରାତ୍ର ୧୦ ଘଂ ରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିବ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like