-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଅସହାୟ ଙ୍କୁ ସହାୟତା ର ହାତ ବଢାଇଲା ଅସୀମା ମହାନନ୍ଦ ଚେରୀଟେବୁଲ ଟ୍ରଷ୍ଟ

26-Jun-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଏହି କରୋନା ମହାମାରୀ ଅନେକ ଲୋକଙ୍କୁ ଦୁର୍ଦିନକୁ ଠେଲି ଦେବାସହ ପୁଣି ଲକଡାଉନରେ ଲୋକଙ୍କ କାମଧନ୍ଦା ଠପ ହେବାରୁ ମଧ୍ୟବିତ୍ତ ଓ ଗରିବ ପରିବାର ଅସହାୟ ହୋଇ ସାଂଘାତିକ ଅବସ୍ଥାରେ ଅଛନ୍ତି l ଏଭଳି ସମୟରେ ବିଭିନ୍ନ ସ୍ୱେଚ୍ଛାସେବୀ  ଅନୁଷ୍ଠାନ ମାନେ ଗରିବଙ୍କ ସହାୟକ ଲାଗି ହାତ ବଢ଼ାଇଛନ୍ତି l ଏହିକ୍ରମରେ ଅସୀମା ମହାନନ୍ଦ ଚେରୀଟେବୁଲ ଟ୍ରଷ୍ଟ ପକ୍ଷରୁ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକର କିଛି ଅଞ୍ଚଳ ଯାହା ଦୁମଦୁମି, ବୁର୍ଡା, ବାଞ୍ଜିପାଲି ଏବଂ ଲୋଇସିଂହା ବସ୍ତିର ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ ମହାନନ୍ଦ, ଜଗନ୍ନାଥ ମେଘ, ଲାଲମନ  ନାଗ, ଗନ୍ଧର୍ବି ନାଗ  ପ୍ରମୂଖ ଯୋଗଦେଇ ଅସହାୟ ପରିବାରଙ୍କୁ ଭେଟି ଶୁଖିଲା ଖାଦ୍ୟ ବଣ୍ଟନ କରିଛନ୍ତି l ଏହି ଟ୍ରଷ୍ଟର ମୁଖ୍ୟ ଉଦେଶ୍ୟ ହେଲା ଏହି ଅଞ୍ଚଳର ଗରିବ ଅସହାୟ ମାନଙ୍କ ବିଶେଷ କରି ଆଦିବାସୀ ହରିଜନ ବର୍ଗର ଲୋକଙ୍କ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ବିକାଶ ଦିଗରେ କାର୍ଯ୍ୟ କରିବ ବୋଲି ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ ମହାନନ୍ଦ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like