-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜୀବନଶୈଳୀ

ଭୁବନେଶ୍ୱରରେ ମହକିଲେ ବିଶ୍ୱଜିତ୍‌ : ପଶୁପକ୍ଷୀ ସେବାରେ ବିଭୋର ମାନସିକତା

26-Jun-2021



କଟକ(ସୁଶାନ୍ତ ଖଟୁଆ): ପଶୁପକ୍ଷୀଙ୍କ ସାହାରା ପାଲଟିଛନ୍ତି ବିଶ୍ୱଜିତ୍‌ ଦୁନିଆରେ ଏମିତି କିଛି ମଣିଷ ଥାଆନ୍ତି, ଯେଉଁମାନେ ନିଜର ସ୍ୱାର୍ଥକୁ ନୁହେଁ ବରଂ ସାମୁହିକ ସ୍ୱାର୍ଥକୁ ଗୁରୁତ୍ୱ ଦେଇଥାନ୍ତି । ସାମାଜିକତାର ବାର୍ତ୍ତା ବହନ କରି ସମାଜ ମଙ୍ଗଳ ପାଇଁ ଆଗେଇ ଆସନ୍ତି । ସେହିଭଳି ଜଣେ ବ୍ୟକ୍ତିତ୍ୱ ହେଲେ ବିଶ୍ୱଜିତ ପଟ୍ଟନାୟକ(ସିଲୁ) । କରୋନା ସମୟରେ ବିଶ୍ୱଜିତ୍ ପଶୁପକ୍ଷୀଙ୍କ ନିମନ୍ତେ ନିୟମିତ ଖାଦ୍ୟ ଓ ପାନୀୟ ଜଳ ଯୋଗାଇ ନିଜର ମହନୀୟତା ବଜାୟ ରଖିଛନ୍ତି ଏଥିସହିତ ରୋଗୀ ସେଵା,ରକ୍ତଦାନ ଆଦି ବିଭିନ୍ନ ଜନ ହିତକର କାର୍ଯ୍ୟ ପୁଣି କରୋନା ସଚେତନତା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ସେ  ନିଳାଦ୍ରୀ ବିହାର ଅଞ୍ଚଳରେ ରହୁଥିଲେ ସୁଦ୍ଧା,ନିର୍ଦ୍ଦିଷ୍ଟ ସୀମା ସରହଦକୁ ଛାଡ଼ି ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ବୁଲି ପଶୁମାନଙ୍କୁ ଖାଦ୍ୟ ଯୋଗାଇବା କାମରେ ଲାଗିପଡ଼ିଛନ୍ତ ।  ନିଳାଦ୍ରୀବିହାର ଯୁବ ଓ ସାଂସ୍କୃତିକ ପରିଷଦ ମାଧ୍ୟମରେ ସାମାଜିକ ନାଟକ ପରିବେଷଣ କରାଇ ସମାଜର ସୁଧାର ଆଣିବା ନିମନ୍ତେ ପ୍ରୟାସ ଜାରି କରୁଛନ୍ତି । ସେ ବିଭିନ୍ନ ପ୍ରିଣ୍ଟ୍ ଓ ବୈଦ୍ୟୁତିକ ଗଣମାଧ୍ୟମ ସହିତ ରହି ସିଟିଜେନ୍ ରିପୋଟର ଭାବରେ ଅନେକ ସମସ୍ୟା, ଅନାଲୋଚିତ ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବା ସହିତ ସହଯୋଗ ମଧ୍ୟ ସବୁବେଳେ କରି ଆସିଥାନ୍ତି । ନିଜ ଘରର ଛାତ ଉପରେ ମଧ୍ୟ ବିଭିନ୍ନ ପକ୍ଷୀଙ୍କ ବଂଶବୃଦ୍ଧି ନିମନ୍ତେ ସୁଯୋଗ ସୃଷ୍ଟି କରିବା ଓ ସେମାନଙ୍କ ଅବାଧ ବିଚରଣକୁ ସୁରକ୍ଷା ଦେବା ସହିତ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ପ୍ରଦାନ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ