-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||     

HOME   ଜିଲ୍ଲା

କୋଭିଡ ଟୀକାକରଣ ରେ ରାଜ୍ୟ ସରକାର ନବୀନ ବାବୁଙ୍କ ଫୋଟକୁ ନେଇ କୋଦଳାରେ ପ୍ରତିବାଦ

26-Jun-2021



ଗଞ୍ଜାମ କୋଦଳା(ଉମା ମହାରଣା) : କୋଭିଡ ଟୀକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାହାର ପୋଷ୍ଟର ଲାଗିବ ସେ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାର ଟିକାକରଣ କେନ୍ଦ୍ରରେ ପୋଷ୍ଟର ଚିରା ଖବର ଆସୁଥିବା ବେଳେ ଶୁକ୍ରବାର ଗଞ୍ଜାମ ଜିଲ୍ଲା କୋଦଳା କଲ୍ୟାଣ

ମଣ୍ଡପ ଠାରେ ଟୀକା ପ୍ରଦାନ କରାଯାଉଥିବା ବେଳେ ସେଠାରେ ବିଜେପି କର୍ମୀମାନେ ଧସେଇ ପଶି ନବୀନ ପଟ୍ଟନାୟକ ପୋଷ୍ଟର ଓ ଚିରକୁଟ କୁ ଦେଖି ଖୋଭ ପ୍ରକାଶ କରିଥିଲେ। ଏଥିସହ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି ସେ ଏହିଠାରେ ବ୍ୟାପକ ଅବ୍ୟବସ୍ଥା ରହିଛି। ଯଦି ଏହା ବିଜେଡ଼ି ଦଳୀୟ କାର୍ଯ୍ୟକ୍ରମ ହୋଇଥାନ୍ତା ତାହାହେଲେ ଅତି ସୁରୁଖୁରୁରେ ଚଲାଇଥାଆନ୍ତେ।ଏହା ଏକ ପ୍ରଚାର ସର୍ବସ୍ବ ଓ ହୀନ ରାଜନୀତି ବୋଲି ସେ କହିଛନ୍ତି। କେନ୍ଦ୍ରରୁ ଟୀକା ଆସୁଥିଲେ ମଧ୍ୟ ବିଜେଡି 

ନିଜର ପ୍ରଚାରରେ ବ୍ୟସ୍ତ! ଏଥିରେ କୋଦଳା ନଗର ସଭାପତି ମଧୁସୂଦନ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଘୁମୁସର ଜିଲ୍ଲା ସଭାପତି ଗୋକୁଳାନନ୍ଦ ମଲ୍ଲିକ, ବିଧାୟକ ପାର୍ଥି ରଞ୍ଜନ ପୋଲାଈ, ଜିଲ୍ଲା ସମ୍ପାଦକ ସଞ୍ଜୟ ଘୋଷ, ବରିଷ୍ଠ ନେତା ରମାକାନ୍ତ ଦୋରା, ନଗର ଉପସଭାପତି ସନ୍ତୋଷ ମିଶ୍ର, ମନୋରଥ ଜେନା,ବିଭୁତି ଭୂଷଣ ରଥ,ସୋମନାଥ ବେହେରା ସମେତ ମନୋଜ ପଲେଇ ମୀନକେତନ ପାଣିଗ୍ରାହୀ ଆଦି ବହୁ ସଂଖ୍ୟକ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026

You Might Also Like