-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ନାଇକେନପାଲିରେ ଆଶାକର୍ମୀଙ୍କୁ ପଲସ ଅକ୍ସିମିଟର ବଣ୍ଟନ

26-Jun-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) :ନାଇକେନପାଲି ଗୋଷ୍ଠୀ ସ୍ଵସ୍ଥ୍ୟକେନ୍ଦ୍ର ଠାରେ ପଲ୍ସ ଅକ୍ସିମିଟର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୂରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟରତ ୭୭ ଜଣ ଆଶାକର୍ମୀଙ୍କୁ ପଲ୍ସ ଅକ୍ସିମିଟର ବଣ୍ଟନ ସହ ତାଙ୍କୁ ଏହାର ବ୍ୟବହାର ବିଷୟକ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ମହାମାରୀ କରୋନା ମୁକାବିଲାରେ ଏହା ବିଶେଷ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।  ଏଠାରେ ସୂଚନା ଯୋଗ୍ୟ ଯେ ଏହି ପଲ୍ସ ଅକ୍ସିମିଟର ସବୁ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ବିଭାଗ ତଥା ସୋନପୁର ବିଧାୟକ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀଙ୍କ ବିଧାୟକ ପାଣ୍ଠିରୁ

ପ୍ରଦାନ କରାଯାଇଛି । ଏହି ବଣ୍ଟନ କାର୍ଯ୍ୟକ୍ରମକୁ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିପିଏମ ଅଶୋକ ମିଶ୍ର, ଆକାଉଣ୍ଟ ମେନେଜର ସୁଜିତ ସାହୁ, ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର ପ୍ରମୁଖ  ଉପସ୍ଥିତ ଥିଲେ । ଅମିତ ପଧାନ, ରତନ ବିଶି ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like