-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||     

HOME   ରାଜ୍ୟ

ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଏପିଡୋମିଲୋଜି ଟିମ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା - ଯେଉଁ ଜିଲ୍ଲାରେ ସଂକ୍ରମଣ ହାର ଅଧିକ ସେଠାରେ ସ୍ଵତନ୍ତ୍ର ଷ୍ଟ୍ରେଟେଜି ଆପଣାଉଛୁ

26-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଏପିଡୋମିଲୋଜି ଟିମ । ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା କେମିତି ରହିଛି, ସେ କାହା ସାଙ୍ଗରେ ମିଶି ଥିଲେ, ସେ ଯାହା ସାଙ୍ଗରେ ମିଶି ଥିଲେ ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ, ସେମାନଙ୍କର ସ୍ୱାସ୍ଥ୍ୟ ଅଵସ୍ଥା କେମିତି ରହିଛି, ସମସ୍ତେ ଟୀକା ନେଇଛନ୍ତି କି ନାହିଁ ସେ ବିଷୟରେ ଯାଞ୍ଚ କରାଯିବ । 

ସମ୍ପୃକ୍ତ ବ୍ୟକ୍ତିଙ୍କ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା
ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି 30 ମାର୍ଚ୍ଚରେ ଟୀକା ନେଇଥିଲେ । ପରବର୍ତ୍ତୀ ସମୟରେ ଜଣେ କୋରନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିଲେ । ତାଙ୍କର କିଛି ଲକ୍ଷଣ ରହି ନଥିଲା । ମେ ମାସରେ ତାଙ୍କ ସମ୍ପୂର୍ଣ୍ଣ ଜେନମ ସିକ୍ୟୁଏନିସ ପାଇଁ ପଠା ଯାଇଥିଲା । ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ । ସେ ଟୀକା ନେଇଥିବାରୁ ତାଙ୍କର କିଛି ଲକ୍ଷଣ ଦେଖା ଯାଉନଥିଲା । ତେଣୁ ଟୀକାର ପ୍ରଭାବ ରହିଛି । 

ରାଜ୍ୟର କୋରନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା
ଯେଉଁ ଯେଉଁ ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହିଛି ସେଠାରେ ସ୍ଵତନ୍ତ୍ର ଷ୍ଟ୍ରାଟେଜି ଆପଣାଯାଉଛି । ସର୍ଭିଲାନ୍ସ ଠୁ ନେଇ ଟୀକା କରଣକୁ ତ୍ୱରାନ୍ୱିତ କରାଯାଉଛି । ଅମାନିଆଙ୍କ ପାଇଁ ସଂକ୍ରମଣ ତଳ ମୁହାଁ ହେଉନାହିଁ । ଲୋକ କ୍ଷୀର ନେବା ପାଇଁ ଯାଇ ବାହାରେ ଖଟି କରୁଥିବା ଦେଖିବାକୁ ମିଳୁଛି । ଲୋକଙ୍କ ବ୍ୟବହାର ପାଇଁ ସଂକ୍ରମଣ ବଢୁଛି । ଭୁବନେଶ୍ୱରରେ ସଂକ୍ରମଣ ବଢିବା ପାଇଁ ବିଭିନ୍ନ କାରଣ ରହିଛି । ଲୋକମାନଙ୍କ ନିୟମ ନ ମାନିବା, ବାହାରକୁ ଅଧିକ ସଂଖ୍ୟକ ଲୋକ ଏକ ସାଙ୍ଗରେ ବାହାରକୁ ବାହାରିବା, ଭୁତାଣୁ ଯାଇନଥିବା ବେଳେ ଆମେ ବାହାରକୁ ବାହାରି ସଂକ୍ରମଣ ବ୍ୟାପିବାକୁ ପ୍ରୋତ୍ସାହନ ଦେଉଛୁ । ବିଭିନ୍ନ ଜିଲ୍ଲାରୁ ଲୋକମାନଙ୍କ ଯିବା ଆସିବା ବି ଭୁବନେଶ୍ବରରେ ସଂକ୍ରମଣ ବଢିବାର କାରଣ ସାଜିଛି । ବର୍ତ୍ତମାନର ସ୍ଥିତି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି । ଡେ ଟୁ ଡେ ଡାଟାକୁ ବିଶ୍ଳେଷଣ କରାଯାଉଛି । ହାଇକମିଟି ବୈଠକ ବସି ୩୦ ତାରିଖ ପରେ କଣ ହେବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି  ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ   ମହାପତ୍ର ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026

You Might Also Like