-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ରାଜ୍ୟ

ଡେଲଟା ପ୍ଲସ୍ ଭେରିଏଣ୍ଟ ଵିଶେଷ ଘାତକ ନୁହେଁ- ଆଇ ଏଲ୍ ଏସ୍ ନିର୍ଦେଶକ ଅଜୟ ପରିଡା

26-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଡେଲଟା ପ୍ଲସ୍ ଭେରିଏଣ୍ଟ ଵିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାନ୍ତା ତେବେ ଏହା ଦେବଗଡ଼ ଜିଲ୍ଲାରେ ବ୍ୟାପୀ ସାରିଲେଣି । ମାତ୍ର ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି ଆଇ ଏଲ୍ ଏସ୍ ନିର୍ଦ୍ଦେଶକ ଅଜୟ ପରିଡା ସ୍ପଷ୍ଟ କରିଛନ୍ତି ।  ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି ବର୍ତ୍ତମାନ କୌଣସି କଣ୍ଟାକଟ ଟ୍ରେସିଂର ଆବଶ୍ୟକ ନାହିଁ । ଆଇଏଲଏସ୍ ରେ ଜାନୁଆରୀରୁ ଜେନମ ସିକ୍ୟୁଏନିସିଂ କରଯାଇଥିଲା । ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି ୪ ରାଜ୍ୟରୁ ୩୮୦୦ ସାମ୍ପୁଲ ଜେନମ ସିକ୍ୟୁଏନିସିଂ ପାଇଁ ସଂଗ୍ରହ କରାଯାଇ ଥିଲା । ସେ ମଧ୍ୟରୁ ଓଡ଼ିଶାରୁ ୧୧୦୦ ସାମ୍ପୁଲ ସଂଗ୍ରହ ହୋଇଥିଲା । ଯେଉଁଥିରୁ ମାତ୍ର ଗୋଟିଏ ଡେଲଟା ପ୍ଲସ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସମଗ୍ର ଦେଶରୁ ୪୬ହଜାର ସାମ୍ପୁଲ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ ୪୮ ଟି କେସ ସାମ୍ନା କୁ ଆସିଛି ଯାହା ମାତ୍ର ୦.୦୧ ପ୍ରତିଶତ ବୋଲି ଆଇ ଏଲ୍ ଏସ୍ ନିର୍ଦ୍ଦେଶକ ଅଜୟ ପରିଡା କହିଛନ୍ତି । 

ଆଗାମୀ ଦିନରେ ଏହା କେତେ ପ୍ରଭାବ ରଖିବ ତାହା ଉପରେ ରିସର୍ଚ୍ଚ ଚାଲିଛି । ମାତ୍ର ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ । ଯଦି ଆମେ ସତର୍କ ନ ରହିବା ତେବେ ଭାଇରକୁ ଆମେ ଆମନ୍ତ୍ରଣ କରିବା ଭଳି ହେବ । ଅନଲକ ହେବା ପରେ ସମସ୍ତେ ନିୟମ ମାନନ୍ତୁ । ଅମାନିଆ ହେବା ଆମ ପାଇଁ ବିପଦ ସୃଷ୍ଟି କରି ପାରେ ବୋଲି ଶ୍ରୀ ପରିଡା ଅନୁମନ କରିଛନ୍ତି । 

ଭ୍ୟାକ୍ସିନ ନେବା ପରେ କେତେ ଲୋକ ସଂକ୍ରମିତ ହେଇଛନ୍ତି ତାହାର ତର୍ଜମା ଚାଲିଛି । ରାଜ୍ୟ ସରକାର ଗଠନ କରିଥିବା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ସେଥିରେ ସମସ୍ତ ଜିଲ୍ଲା ମାନଙ୍କୁ ରିପୋର୍ଟ ମଗାଯାଇଛି । ଆସନ୍ତା ସପ୍ତାହରେ ଦ୍ୱିତୀୟ ବୈଠକ ବସିବ । ସମସ୍ତ ଡାଟାକୁ ବିଶ୍ଳେଷଣ କରିବା ପରେ ସେ ଦିଗରେ ଅଧିକ ଆଲୋଚନା କରାଯିବ  ବୋଲି ଆଇ ଏଲ୍ ଏସ୍ ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି l
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like