-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||     

HOME   ଜିଲ୍ଲା

ହରିଶଙ୍କରଠାରେ ଆଶ୍ରିତ ପଶୁପକ୍ଷୀମାନଙ୍କୁ ଖାଦ୍ୟ ଯୋଗାଣ

26-Jun-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ) କରୋନା ଯୋଗୁଁ ସପ୍ତାହନ୍ତ ତାଲାବନ୍ଦୀରେ ହରିଶଙ୍କର ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି।ଏହି ଅବସରରେ ସେଠାରେ ଥିବା ଆଶ୍ରିତ ପଶୁପକ୍ଷୀ ପ୍ରାୟତଃ ମାଙ୍କଡମାନେ ଖାଇବାକୁ ନପାଇ ଭୋକଉପାସରେ ପଡିରହିଛନ୍ତି।ମନ୍ଦିର ବନ୍ଦ ଯୋଗୁଁ ଦର୍ଶକ ମଧ୍ୟ ଆସୁନାହାନ୍ତି ଯାହା ଫଳରେ ମାଙ୍କଡମାନେ ଖାଇବାକୁ ପାଉନାହାନ୍ତି।

ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବାକୁ ପ୍ରକୃତିବନ୍ଧୁ ତଥା ବିରଞ୍ଚି ନାରାୟଣ ଦାଶ ଚେଷ୍ଟା ଜାରି ରଖିଛନ୍ତି।ପୂର୍ବରୁ ତିନିଥର ଖାଦ୍ୟ ଦେବାପରେ ଆଜି ଚତୁର୍ଥ ଥର ଖାଦ୍ୟ ନେଇ ଖାଇବାକୁ ଦେଇଥିଲେ।ଆଜିର ଖାଦ୍ୟ ପାଇଁ କଣ୍ଟାବାଞ୍ଜିର ବ୍ୟବସାୟୀ କିଶୋର ଡାଲମିଆ ତାଙ୍କ ପୁତ୍ର ପିୟୂଷ ଡାଲମିଆଙ୍କ ଜନ୍ମଦିନ ଅବସରରେ ଆର୍ଥିକ ସାହାଯ୍ୟ କରିଥିଲେ।ଏହି କାର୍ଯ୍ୟକ୍ରମରେ ସମାଜସେବୀ ଆଶିଷ ଜୈନ ସହଯୋଗ କରିଥିଲେ।ଶ୍ରୀ ଦାଶ ହରିଶଙ୍କରକୁ ଆସି ଆଶ୍ରିତ ପଶୁପକ୍ଷୀମାନଙ୍କୁ ଖାଦ୍ୟ ଯୋଗେଇଦେବାକୁ ଜନସାଧାରଣଙ୍କୁ ସୋସିଆଲ ମିଡିଆରେ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026

You Might Also Like