-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ମହାନଗର

ଜି.ଏମ୍.ୟୁ ର ଓଡ଼ିଆ ବିଭାଗରେ ଜାତୀୟ ୱେବିନାର୍

26-Jun-2021



ସମ୍ବଲପୁର (ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ  ର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ ଶୁକ୍ରବାର ଦିନ ୧୧ଘଣ୍ଟା ସମୟରେ ଏକ ଜାତୀୟ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି। ବିଭାଗମୁଖ୍ୟ ଡ.ଲକ୍ଷ୍ମୀପ୍ରିୟା ବେହେରାଙ୍କ ସଂଯୋଜନାରେ ଏହି ୱେବିନାର୍‌ ରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏନ୍.ନାଗାରାଜୁ ଅଧ୍ୟକ୍ଷତା କରିବା ସହ ଓଜଃସ୍ୱିନୀ ବକ୍ତବ୍ୟ ପ୍ରଦାନ କରିଥିଲେ। ୱେବିନାର୍‌ର ବିଷୟ "ଏକବିଂଶ ଶତାବ୍ଦୀର ଓଡ଼ିଆ କଥା ସାହିତ୍ୟରେ ନୂତନତା" ପ୍ରସଙ୍ଗରେ ବିଭାଗମୁଖ୍ୟ ପ୍ରାରମ୍ଭିକ ବକ୍ତବ୍ୟ ପରିବେଷଣ କରିଥିଲେ। ବିଷୟ ବିଶେଷଜ୍ଞ ଭାବେ ବିଶ୍ୱଭାରତୀ, ଶାନ୍ତିନିକେତନ ବିଶ୍ୱବିଦ୍ୟାଳୟର ବରିଷ୍ଠ ଓଡ଼ିଆ ବିଭାଗ ପ୍ରଫେସର ମନୋରଞ୍ଜନ ପ୍ରଧାନ ଓ ଫକୀର ମୋହନ ବିଶ୍ୱବିଦ୍ୟାଳୟ ବାଲେଶ୍ବରର ଓଡ଼ିଆ ବିଭାଗ ସହଯୋଗୀ ପ୍ରଫେସର ଡ. ଦେବାଶିଷ ପାତ୍ର ଯୋଗଦେବା ସହ ସାମ୍ପ୍ରତିକ ଓଡ଼ିଆ କଥାସାହିତ୍ୟର ନୂତନ ଦିଗ, ଶୈଳୀ, ଗଠନକଳା, ଚରିତ୍ର, ରୂପଗତ ପରିବର୍ତ୍ତନ ସମ୍ପର୍କରେ ଗଭୀର ଦୃଷ୍ଟିଭଙ୍ଗୀ ପ୍ରଦାନ କରିଥିଲେ। ଅଧ୍ୟାପକ ଡ. ପରୀଖିତ ଭୋଇ ଓ ଡ. ରଞ୍ଜନ ସେଠୀ ଅତିଥି ପରିଚୟ ପ୍ରଦାନ କରିଥିଲାବେଳେ ଅଧ୍ୟାପିକା ଡ. ସ୍ୱପ୍ନାରାଣୀ ସିଂ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ଏହି ୱେବିନାର୍‌ରେ ବିଭାଗର ଶତାଧିକ ଗବେଷକ ଗବେଷିକା ଓ ଛାତ୍ରଛାତ୍ରୀଙ୍କ ସମେତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଗବେଷକ ଗବେଷିକା ଓ ଅଧ୍ୟାପକ ଅଧ୍ୟାପିକା ଅନ୍‌ଲାଇନ୍ ଯୋଗେ ଯୋଡ଼ିହୋଇ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ଏଥି ସହ ଜି.ଏମ୍.ୟୁର ସ୍ନାତକୋତ୍ତର ଶିକ୍ଷା ପରିଷଦ ଅଧ୍ୟକ୍ଷ ପ୍ରଫେସର ମୋହିନ ମହମ୍ମଦ, କୁଳସଚିବ ଗିରୀଶ ଚନ୍ଦ୍ର ସିଂ ଏବଂ ଉପକୁଳସଚିବ ଡ. ଉମାଚରଣ ପତି ୱେବିନାର୍ କାର୍ଯ୍ୟକ୍ରମରେ ପୃଷ୍ଠପୋଷକତା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ବିଭାଗମୁଖ୍ୟ ଡ. ଲକ୍ଷ୍ମୀପ୍ରିୟା ବେହେରା ଅଲୋଚ୍ୟ ପ୍ରସଙ୍ଗର ନିଷ୍କର୍ସ ଉପସ୍ଥାପନ ସହ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like