-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ମହିଳାଙ୍କ ଗଳା କାଟି ହତ୍ୟାକରି ଦୁଇ ବର୍ଷର ଶିଶୁ ପୁତ୍ରକୁ ଛେଚି ଫିଙ୍ଗିଦେଲା ଦୁର୍ବୃତ୍ତ

26-Jun-2021



କେନ୍ଦ୍ରପଡା (ପ୍ରେରଣା ଖବର ବ୍ୟୁରୋ) :କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନସ୍ଥ ଜମ୍ବୁ ପଞ୍ଚାୟତର କଣ୍ଡରାପାଟିଆ ଓ ଉତ୍ତର ଜମ୍ବୁ ମଝି ନିଛାଟିଆ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ଦୁର୍ବୃତ୍ତ ମାନେ ଜଣେ ଅଚିହ୍ନା ମହିଳାଙ୍କ ଗଳା କାଟି ହତ୍ୟାକରି ଫିଙ୍ଗି ଦେଇଥିଲେ । ଏପରିକି ମା କୁ ଅମାନୁଷିକ ଭାବେ ମାରିବା ପରେ ଦୁଇ ବର୍ଷର ଶିଶୁ ପୁତ୍ରକୁ ପାଖରେ ଥିବା ବିଦ୍ୟୁତ୍ ଖୁଣ୍ଟରେ ଛେଚି ମୂମୂର୍ଷ ଅବସ୍ଥାରେ ଛାଡ଼ି ଚାଲି ଯାଇଥିଲେ । ସକାଳୁ ଲୋକ ମାନେ ବିଭିନ୍ନ କାମ ପାଇ ଯିବ ଆସିବା କରିବା ସମୟରେ ରକ୍ତାକ୍ତ ଅବସ୍ଥାରେ ମୃତ ମହିଳାଙ୍କୁ ଦେଖିବା ସହିତ କିଛି ଦୂରରେ ଗୁରୁତର ଶିଶୁପୁତ୍ର କୁ ଦେଖି ସନ୍ଦେହ ଘନେଉଇଥିଲା । ଏନେଇ ଜମ୍ବୁ ପଞ୍ଚାୟତର ସରପଞ୍ଚ ପଞ୍ଚମୀ ମଣ୍ଡଳ ଙ୍କୁ ଓ ଜମ୍ବୁ ଥାନାକୁ ଖବର ଦିଆଯାଇଥିଲା । ସେପଟେ ଗ୍ରାମବାସୀ ମାନେ ମୁମୂର୍ଷ ଶିଶୁପୁତ୍ରକୁ ଉଦ୍ଧାର କରି 108 ଆମ୍ବୁଲାନ୍ସ ଯୋଗେ ବାବର୍ ମେଡିକାଲ୍ କୁ ନେଇଥିଲେ ଓ ପରେ ପରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ଖବର ପାଇ ଜମ୍ବୁ ଥାନା ଅଧିକାରୀ ମହେଶ୍ୱର ସେଠୀ ଘଟଣା ସ୍ଥଳରେ ପହଞ୍ଚି ପାରିପାର୍ଶିକ ସ୍ଥିତିକୁ ପରଖି ସନ୍ଧାନ ଜାରି ରଖିଥିବାବେଳେ ଶାସନପେଟା ଥାନା ଅଧିକାରୀ ଜ୍ୟୋତିପ୍ରକାଶ ସ୍ୱାଇଁ ସହଯୋଗୀ ଭାବେ ଉପସ୍ଥିତ ଥାଇ ତଦନ୍ତ ଜାରି ରଖିଛନ୍ତି । ଅନ୍ୟପଟେ କେନ୍ଦ୍ରାପଡ଼ା SDPO ରାଜୀବ ଲୋଚନ ପଣ୍ଡା କଣ୍ଡରାପାଟିଆ ଠାରେ ପହଞ୍ଚି ବିଚ୍ ରାସ୍ତାରେ ମହିଳାଙ୍କର ମୃତ ଘଟଣାର ତଦନ୍ତ କୁ ଆହୁରି କଡାକଡି କରୁଥିବା ବେଳେ ମୃତ ମହିଳା ଓ ଦୁଇ ବର୍ଷ ଶିଶୁ ପୁତ୍ରର ପରିଚୟ ମିଳିପାରିନାହିଁ । ଏହି ଘଟଣାକୁ ନେଇ ସାରା ମହାକାଳପଡା ରେ ଦୁଃଖର ବାତାବରଣ ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like