-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ବାଲିଗୁଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସଫଳତା

27-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ ): ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ଶିକ୍ଷାବର୍ଷ ୨୦୨୦-୨୧ର  ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶତ ପ୍ରତିଶତ ସଫଳତା ହାସଲ କରିଛି l ବିଦ୍ୟା ମନ୍ଦିରର ଦକ୍ଷ  ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉନ୍ନତ ମାନର ଶିକ୍ଷାଦାନ ଶୈଳୀ ଯୋଗୁଁ ପ୍ରତିବର୍ଷ ଏହି ବିଦ୍ୟାଳୟର ଶତ ପ୍ରତିଶତ ଛାତ୍ରଛାତ୍ରୀ ହାଇସ୍କୁଲ୍ ବାର୍ଷିକ ପରୀକ୍ଷାରେ କୃତିତ୍ଵର ସହ ଉତ୍ତୀର୍ଣ୍ଣ ହୋଇଥାନ୍ତି I କିନ୍ତୁ ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ ବିଦ୍ୟାଳୟରେ ଖୁବ୍ କମ୍ ଦିନ ପାଠପଢ଼ା ହୋଇଥିଲେ ମଧ୍ୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ନିୟମିତ ଅନଲାଇନ୍ ଶିକ୍ଷାଦାନ ଜାରି ରଖିଥିଲେ I ଫଳରେ ଚଳିତ ବର୍ଷର ସ୍ଵତନ୍ତ୍ର ମୂଲ୍ୟାୟନ ପଦ୍ଧତିରେ ମଧ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବାଜି ମାରି ନେଇଥିଲେ I  ଚଳିତ ବର୍ଷ ମୋଟ ୨୪ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ l ସେମାନଙ୍କ ମଧ୍ୟରୁ ଏ-୧-ଗ୍ରେଡ଼ରେ ରେ ୨ ଜଣ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଏ-୨-ଗ୍ରେଡ଼ରେ ୭ଜଣ,  ବି-୧-ଗ୍ରେଡ଼ରେ ୭ଜଣ, ବି-୨ଗ୍ରେଡ଼ରେ ୬ ଜଣ, ଓ ସି-ଗ୍ରେଡ ରେ ୨ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ବିଦ୍ୟା ମନ୍ଦିର ର ଛାତ୍ରୀ ତମନ୍ନା ତ୍ରିପାଠୀ ୫୫୯ ନମ୍ବର ରଖି ଥିବା ବେଳେ ସ୍ନେହା ମଲ୍ଲିକ ୫୪୦ ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି | ଛାତ୍ରଛାତ୍ରୀଙ୍କ ଏହି ସଫଳତା ପାଇଁ ଅନୁଷ୍ଠାନର ସମସ୍ତ ପ୍ରଧାନ ଆଚାର୍ଯ୍ୟ, ଅନ୍ୟ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ପରିଚାଳନା ସମିତିର ସମସ୍ତ କର୍ମକର୍ତାଙ୍କ  ଶିକ୍ଷାଦାନ ଶୈଳୀ ଏବଂ ଅଭିଭାବକଙ୍କ ସହଯୋଗକୁ ଶ୍ରେୟ ଦେବା ସହ ଅଭିନନ୍ଦନ ଜଣାଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ