-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜୀବନଶୈଳୀ

ଗୁରଜୁଙ୍ଗ ଗ୍ରାମ ପଞ୍ଚାୟତରେ ଟିମ ଜୈ ଭବାନୀ ପକ୍ଷରୁ କରୋନା ସଚେତନତା ଓ ମାସ୍କ ବଣ୍ଟନ

27-Jun-2021



ଭବାନୀପାଟଣା(ପ୍ରେରଣା ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହ ଦେଓ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ରାଜ୍ୟ ସଭା ସାଂସଦ ସୁଜିତ କୁମାର ଏବଂ ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାଜ୍ୟ ପରିଷଦ ସଦସ୍ୟ ବିଜୁ ଜନତା ଦଳ ଭବାନୀ ଶଙ୍କର ନିଆଲଙ୍କ ଆହ୍ୱାନ ଏବଂ ସହଯୋଗରେ ଟିମ

ଜୈ ଭବାନୀ ତରଫରୁ ସଦର ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଗୁରଜୁଙ୍ଗ ଗ୍ରାମ ପଞ୍ଚାୟତରେ ମାସ୍କ ବଣ୍ଟନ କରାଯାଇଛି। ଏହାସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ନିୟମକୁ ପାଳନ କରିବା ପାଇଁ ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଛନ୍ତି ଜୈ ଭବାନୀ ଟିମ୍

ଜୈ ଭବାନୀ ଅନୁଷ୍ଠାନ ଦ୍ୱାରା ଆୟୋଜିତ ମାସ୍କ ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କୈଳାଶ ମାଝୀ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ l ଏଥିରେ ଜୈ ଭବାନୀ ଟିମର ସଂଯୋଜକ ଖୁସିରାମ ସାହୁଙ୍କ ସମେତ ଲୋକେଶ୍ୱର ବେହେରା, ରୁଦ୍ର ବେହେରା, ଅକ୍ଷୟ ବେହେରା, ତୁଳସୀ ରାମ ମାଝୀ, କେଦାର ମାଝୀ, ରାଜୁ ମାଝୀ, ଲଳିତ ମାଝୀ, ପ୍ରମୋଦ ମହାନନ୍ଦ, ରୋମାଞ୍ଚଳ ବେହେରା, ରଘୁ ଖରସେଲ, ବସନ୍ତ ବେମାଲ, ଚନ୍ଦନ ମାଝୀ,ଦୁଳ ବେହେରା, ଦନାର୍ଦନ ବେହେରା, ଚୂଡ଼ାମଣି ଭୋଇ, ମନୋଜ ବେହେରା, ରଞ୍ଜନ ବେହେରା, ତାରେଶ ମାଝୀ, ରଥ ମାଝୀ, ଜଗଧ୍ୟାନ ବେହେରା, ବିଦ୍ୟାଧର ବେହେରା,ଗନ୍ଧର୍ବି ମାଝୀ, କମଲେ ମାଝୀ ଏବଂ ସିଦ୍ଧାନ୍ତ ସାହୁ ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ