-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ରାସ୍ତା ଫ୍ଲେବର୍ ନିର୍ମାଣ ଟଙ୍କାକୁ ମିଳିମିଶି ହରିଲୁଟ୍ ! କୋଦଳା ଏନଏସି ରେ ନିର୍ମିତ ହେଉଛି ନିମ୍ନ ମାନର ରାସ୍ତା।

27-Jun-2021



ଗଞ୍ଜାମ (ଉମା ମହାରଣା) : ଗଂଜାମ ଜିଲ୍ଲା କୋଦଳା ଏନଏସି ବିକାଶ ପାଇଁ ଯେତିକି ଚର୍ଚ୍ଚାରେ ଦୁର୍ନୀତି ପାଇଁ ତା ଠାରୁ ଅଧିକ ଚର୍ଚ୍ଚାରେ ରହି ଆସୁଛି। ଗତ କିଛି ବର୍ଷ ଧରି କୋଦଳା ଏନଏସି ସହରାଞ୍ଚଳ ଯୋଜନାରେ ବିକଶିତ ହେଉଥିବା ବେଳେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅନିୟମିତତା ତଥା ଦୁର୍ନୀତି ହେଉଥିବା ନେଇ ବାରମ୍ବାର ଅଭିଯୋଗ ଏପରିକି ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ଏ ନେଇ ଖବର ପ୍ରକାଶ ପାଇଥିଲା। ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ଆଖି ଦୃଶିଆ ପଦକ୍ଷେପ ନିଆ ନ ଯିବାରୁ ଦିନକୁ ଦିନ କୋଦଳା ଏନଏସିରେ ପିସି ରାଜ୍ କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଟି କାର୍ଯ୍ୟକୁ ଦେଖିଲେ ଏହି କଥା ସ୍ପଷ୍ଟ ବାରି ହୋଇପଡ଼ୁଛି। ଇଏ ହେଉଛି କୋଦଳା ଏନଏସି ଅନ୍ତର୍ଗତ ପିଡବ୍ଲୁଡି ରାସ୍ତା ଠାରୁ ଦିଗି ସଂଯୋଗ କରୁଥିବା ରାସ୍ତା। ଏଠାରେ ସରକାରୀ ଯୋଜନାରେ ରାସ୍ତାକୁ ଫ୍ଲେବର୍ କାମ କରାଯାଇଛି। ତେବେ ରାସ୍ତା ନିର୍ମାଣର ମାତ୍ର କିଛି ମାଷ ପରେ ଫ୍ଲେବର୍ ଉଠି ରାସ୍ତା ଆଁ କଲାଣି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଏହି କାର୍ଯ୍ୟ କେତେ

ଟଙ୍କାର ତାହା ସର୍ବସାଧାରଣ ଜାଣନ୍ତି ନାହିଁ। ସୂଚନା ଫଳକ ନଥିବାରୁ ସରକାରୀ କାମ କିଭଳି ଚାଲିଛି ସେ ସମ୍ପର୍କରେ ଜାଣି ହେଉନି କହିଛନ୍ତି ସ୍ଥାନୀୟ ଲୋକେ ।

ତେବେ ଏନେଇ କୋଦଳା ଏନଏସି ଯନ୍ତ୍ରୀ ଜିତେନ୍ଦ୍ର ବେହେରାଙ୍କୁ ଫୋନ ଯୋଗେ ଯୋଗାଯୋଗ କରିବାରୁ ସେ ଫୋନ ର କୌଣସି ଉତ୍ତର ଦେଇନଥିଲେ ଏଇ ଏନଏସି ହୋଉଥିବା ଦୃନୀତି ବିରୁଦ୍ଧରେ ବାରମ୍ବାର ଗଣମାଧ୍ୟମ ପ୍ରକାଶ ପାଇଥିଲେ ମଧ୍ୟ ପ୍ରଶାସନ ର ନଜର ପଡୁନଥିବା ଅତି ଦୃଭାଗ୍ୟ କଥା ଏବେ ଦେଖିବାକୁ ବାକି ରହିଲା ଏବେ ପ୍ରଶାସନ କି ପ୍ରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି!


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like