-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ରାଜନୀତି

ବାଲେଶ୍ବର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜୋରଦାର ପ୍ରଚାର

26-Oct-2020



ରୁପସା, (ପ୍ରେରଣା ଖବର): ବାଲେଶ୍ବର ସଦର ନିର୍ବାଚନ ମଣ୍ଡଳୀ ଉପନିର୍ବାଚନ ପାଇଁ ଗତକାଲି କଂଗ୍ରେସ ପକ୍ଷରୁ ଜୋରଦାର ପ୍ରଚାର କରାଯାଇଛି। ଘର ଘର ବୁଲି କଂଗ୍ରେସ କର୍ମୀମାନେ ଲୋକଙ୍କ ସମସ୍ୟା ଶୁଣିବା ସହ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁଙ୍କୁ ହାତ ଚିହ୍ନରେ ଭୋଟ୍ ଦେବା ପାଇଁ ବୁଝାଇଥିଲେ।ପ୍ରଥମ ଥର ପାଇଁ ସଦର ନିର୍ବାଚନ ମଣ୍ଡଳୀରେ ଜଣେ ମହିଳାଙ୍କୁ ପ୍ରାର୍ଥୀ କରି କଂଗ୍ରେସ ମହିଳାଙ୍କ ପ୍ରତି ସମ୍ମାନ କରିଛି ବୋଲି କର୍ମୀମାନେ ଲୋକଙ୍କୁ କହିବା ସହ ଦେଶ ଓ ରାଜ୍ୟର ପରିବର୍ତ୍ତନ ପାଇଁ କଂଗ୍ରେସକୁ ହାତ ଚିହ୍ନରେ ଭୋଟ୍ ଦେବା ପାଇଁ ବୁଝାଇଥିଲେ। *ଦଳ ପକ୍ଷରୁ ପଞ୍ଚୁପଡ଼ା ପଞ୍ଚାୟତ ଦାୟିତ୍ଵରେ ଥିବା ଦଳର ଯୁବ ନେତା ତଥା ବସ୍ତା ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ସୁଧାଂଶୁ ଶେଖର ଜେନାଙ୍କ ନେତୃତ୍ୱରେ ଏଠାରେ ପ୍ରଚାର କାମ ଚାଲିଛି। ତେବେ ଗତକାଲି କିଛି ସମୟ ପାଇଁ ଜିଲ୍ଲା କଂଗ୍ରେସ ସଭାପତି ସଂଜୀବ ଗିରି ମଧ୍ୟ ସାମିଲ ହୋଇଥିଲେ। ଏହି ପ୍ରଚାରରେ ବସ୍ତା ଯୁବ କଂଗ୍ରେସର ଏକ ପ୍ରତିନିଧି ଦଳ ମଧ୍ୟ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତ କଂଗ୍ରେସ ସଭାପତି ବୀରେନ୍ଦ୍ର ରାଉତ, ପୁର୍ଣ୍ଣଚନ୍ଦ୍ର ମାଇତିଙ୍କ ସମେତ ଯୁବ ନେତା ଗୌରୀ ଶଙ୍କର ଜେନା, ଅରୁପ ପାତ୍ର , ଗୌରାଙ୍ଗ ପାତ୍ର, ମାନସ ବେହେରା, ହରେକୃଷ୍ଣ ଦାସ, ନରେନ୍ଦ୍ର ଦାସ, ଅଶୋକ ଜେନା, ଦିଲୀପ ବେହେରା ଓ ପ୍ରଦୀପ ବେହେରା ପ୍ରମୁଖ ସାମିଲ ହୋଇଥିଲେ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like