-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବିଜୁ ମହିଳା ଜନତା ଦଳ: ବନ୍ଦିତା (ଜ଼ିଲ୍ଲା ସଭାପତି), କବିତା, ସିପ୍ରା ଓ଼ ଉଷା (ରାଜ୍ୟ ଉପସଭାପତି), କଳ୍ପନା ଓ଼ ରାଜଲଷ୍ମୀ (ରାଜ୍ୟ ସମ୍ପାଦକ) ଏବଂ ସବିତା ଙ୍କୁ ଜୋନ୍ ସଭାପତି ନିଯୁକ୍ତି I କୁଚିଣ୍ଡା, ରେଙ୍ଗାଲି ଓ଼ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ର ପ୍ରତିନିଧିତ୍ୱ ଶୂନ୍..

27-Jun-2021



ସମ୍ବଲପୁର (ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ (ବିଜେଡି)  ସଂଗଠନ ସଜାଡ଼ିବା ପ୍ରକ୍ରିୟା ଆରମ୍ଭ କରିଛି । ଗତକାଲି ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଆଜି ବିଜୁ ମହିଳା ଜନତା ଦଳର ପଦାଧିକାରୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ I ରାଜ୍ୟ ସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣ,  କାର୍ଯ୍ୟକାରୀ ସଭାପତି ୩ ଜଣ,  ଜଣେ ମହାସଚିବ, ଜଣେ କୋଷାଧକ୍ଷ, ସାମାଜିକ ଗଣମାଧ୍ୟମ ପାଇଁ ଜଣଙ୍କୁ ଦାୟିତ୍ବ ଦିଆଯାଇଛି । ୭ ଜଣ ଜୋନ୍ ସଭାପତି, ୯ ଜଣ ବରିଷ୍ଠ ଉପସଭାପତି, ୨୭ ଜଣ ଉପସଭାତି, ୩୫ଜଣ ସାଧାରଣ ସମ୍ପାଦକ, ୩୬ ଜଣ ସମ୍ପାଦକ, ୨୮ ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତ କରାଯାଇଛି । ୩୩ ଟି ସାଙ୍ଗଠନିକ  ଜିଲ୍ଲା ପାଇଁ ଜିଲ୍ଲା ସଭାପତି ମଧ୍ୟ ନିଯୁକ୍ତ ହୋଇଛନ୍ତି ।
     ଏହି ମର୍ମ ରେ ବିଜୁ ମହିଳା ଜନତା ଦଳର ସମ୍ବଲପୁର ଜ଼ିଲ୍ଲା ସଭାପତି ଭାବେ ବିଜେଡି ନେତ୍ରୀ ବନ୍ଦିତା ରାଣୀ ମିଶ୍ର ଙ୍କୁ ନିଯୁକ୍ତି ମିଳିଛି I ଠିକ୍ ସେହିପରି ବରିଷ୍ଠ ବିଜେଡି ନେତ୍ରୀ କବିତା ପୁରୋହିତ,  ସିପ୍ରା ମହାନ୍ତି ଏବଂ ଉଷା ପ୍ରଧାନ ଙ୍କୁ ରାଜ୍ୟ ଉପସଭାପତି ଭାବେ ନିଯୁକ୍ତି ମିଳିଥିବା ବେଳେ ରାଜଲଷ୍ମୀ ପ୍ରଧାନ ଏବଂ କଳ୍ପନା ମିଶ୍ର ଙ୍କୁ ରାଜ୍ୟ ସମ୍ପାଦକ ପଦବୀ ରେ ନିଯୁକ୍ତି ମିଳିଛି I ସବିତା ଆଚାର୍ଯ୍ୟ ଙ୍କୁ ଜୋନ ସଭାପତି ନିଯୁକ୍ତି ମିଳିଛି I ତେବେ ଘୋଷଣା କରାଯାଇଥିବା  ବିଜୁ ମହିଳା ଜନତା ଦଳ ରେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ଏହି ୭ ଜଣଙ୍କ ନାମ କୁ ବାଦ ଦେଲେ ଜ଼ିଲ୍ଲା ର କୁଚିଣ୍ଡା, ରେଙ୍ଗାଲି ଏବଂ ରେଢ଼ାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ ରୁ କାହାରି ଜଣଙ୍କ ମଧ୍ୟ ନାମ ରହି  ନ ଥିବା ଦେଖାଯାଇଛି I ଜ଼ିଲ୍ଲା ର ଗୋଟିଏ ନିର୍ବାଚନ ମଣ୍ଡଳୀ ରୁ ଏତେ ଜଣଙ୍କ ନାମ ଘୋଷଣା କରିବା ଏବଂ ଅନ୍ୟ ନିର୍ବାଚନ ମଣ୍ଡଳୀ ର ପ୍ରତିନିଧିତ୍ୱ କୁ ଶୂନ କରିଦେବା କୁ ନେଇ ଆଗାମୀ ପଂଚାୟତ ନିର୍ବାଚନ ନେଇ ବିଜେଡି ର ଏହା କେଉଁ ପ୍ରକାର ସଜବାଜ ବୋଲି ଚର୍ଚ୍ଚା ହେଉଛି  I


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like