-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବୋର୍ଡା ଗ୍ରାମ ପଞ୍ଚାୟତରେ ଟିମ ଜୈ ଭବାନୀ ପକ୍ଷରୁ କରୋନା ସଚେତନତା ଓ ମାସ୍କ ବଣ୍ଟନ

28-Jun-2021



ଆ ଜି କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହ ଦେଓ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ରାଜ୍ୟ ସଭା ସାଂସଦ ସୁଜିତ କୁମାର ଏବଂ ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାଜ୍ୟ ପରିଷଦ ସଦସ୍ୟ ବିଜୁ ଜନତା ଦଳ ଭବାନୀ ଶଙ୍କର ନିଆଲଙ୍କ ଆହ୍ୱାନ ଏବଂ ସହଯୋଗରେ ଟିମ ଜୈ ଭବାନୀ ତରଫରୁ ସଦର ବ୍ଳକ ଭବାନୀପାଟଣା ଅନ୍ତର୍ଗତ ବୋର୍ଡା ଗ୍ରାମ ପଞ୍ଚାୟତରେ ମାସ୍କ ବଣ୍ଟନ କରାଯାଇଛି। ଏହାସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ନିୟମକୁ ପାଳନ କରିବା ପାଇଁ ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଛନ୍ତି ଜୈ ଭବାନୀ ଟିମ୍।

ଜୈ ଭବାନୀ ଅନୁଷ୍ଠାନ ଦ୍ୱାରା ଆୟୋଜିତ ମାସ୍କ ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡିଲେଶ୍ଵର ରଣା ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ l ଏଥିରେ ଜୈ ଭବାନୀ ଟିମର ସଂଯୋଜକ ଖୁସିରାମ ସାହୁଙ୍କ ସମେତ ଲୋକେଶ୍ୱର ବେହେରା,ମଧୁସୂଦନ ବର୍ଚ୍ଛା ,ମୁକେଶ ରଣା, ରଞ୍ଜନ ରଣା, କୁନା ରଣା, ହିମାଂଶୁ ରଣା, ତପନ ରଣା, ରାଜେଶ ରଣା, ଯୌବନ ରଣା, ସୁବାଷ ରଣା, ସିଲୁ ମାଝୀ, ଦେବରାଜ ରଣା, ହରି ରଣା, ଦୀପକ ରଣା, କମ୍ବୁ ମାଝୀ, ଗୋବିନ୍ଦ ବାଗ,ବିକାଶ ବଗର୍ତ୍ତୀ, ହେମନ୍ତ ବଗର୍ତ୍ତୀ,ଉପେନ୍ଦ୍ର ନାଗ, ପ୍ରତାପ ଗହୀର, ରଶିକ ବେମାଲ,ସିଦ୍ଧାନ୍ତ ସାହୁ ଏବଂ ତୁଳସୀ ରାମ ମାଝୀ ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like