-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ସାଙ୍ଗରେ ଆସିଥିବା ଯୁବକ ରକ୍ତ ଦେଇ ମହାନତା ଦେଖାଇଲେ

28-Jun-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) : ବର୍ତ୍ତମାନ କରୋନା ଟିକାକରଣ ଚାଲଛି ଯାହାଫଳରେ ରକ୍ତଦାତାଙ୍କ ଘୋର ଅଭାବ ଦେଖାଦେଇଛି।ପୂର୍ବରୁ ୪୫ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟିକା ଦିଆଯାଉଥିଲା କିନ୍ତୁ ବର୍ତ୍ତମାନ ୧୮ ବର୍ଷରୁ ୪୪ ବର୍ଷ ବୟସର ବ୍ୟକ୍ତି ମାନଙ୍କୁ ଟିକା ଦିଆଚାଲିଛି।ଟିକା ଦେବାର ଅନ୍ତତଃ ୧୪ଦିନ ପରେ ଜଣେ ରକ୍ତ ଦେଇପାରିବେ ବୋଲି କୁହାଯାଉଛି।ଯୁବପିଢ଼ି ସଦାସର୍ବଦା ରକ୍ତ ଦେବାକୁ ଆଗଭର ହୋଇଥାନ୍ତି ହେଲେ ଟିକାକରଣ ଚାଲିଥିବାରୁ ରକ୍ତ ମିଳିବା କଷ୍ଟକର ହୋଇପଡିଛି।ଆଜି କଣ୍ଟାବାଞ୍ଜି ଡାକ୍ତରଖାନାରେ ଦୁଇଜଣ ରୋଗୀଙ୍କୁ ରକ୍ତର ଜରୁରୀ ଆବଶ୍ୟକ ପଡିଥିଲା।ଖୁଟୁଲୁମୁଣ୍ଡା ଗ୍ରାମର ସମାଜସେବୀ କୈଳାଶ ସଗ୍ରିଆ ଜୁନିୟର ରେଡକ୍ରସ ପରାମର୍ଶ ଦାତାଙ୍କୁ ଯୋଗାଯୋଗ କରିଥିଲେ ।ବହୁତ ବୁଝେଇବାପରେ ରୋଗୀଙ୍କ ସାଙ୍ଗରେ ଆସିଥିବା ଗୁଡିଘାଟ ପଞ୍ଚାୟତର ବିଜାମାଲ ଗ୍ରାମର ଅବିନାଶ ବଏ ବି ପଜିଟିଭ ରକ୍ତ ଦେଇଥିଲେ ଏବଂ ତାହା ରକ୍ତଭଣ୍ଡାରରେ ବଦଳକରି ଓ ପଜିଟିଭ ରକ୍ତ ଗୁଡିଘାଟ ଗ୍ରାମର ମିଥିଳା ମହାନନ୍ଦଙ୍କୁ ଦିଆଯାଇଥିଲା ଠିକ ସେହିପରି ବଙ୍ଗୋମୁଣ୍ଡା ବ୍ଳକର ଚୁଲିଫୁଙ୍କା ଗ୍ରାମର ଖୁସିରାମ ପୁଟେଲ ବି ପଜିଟିଭ ରକ୍ତ ତୁରେକେଲା ବ୍ଳକର  ଟିକ୍ରାପଡାର ଜ୍ୟୋତ୍ସ୍ନା ପୁଟେଲଙ୍କୁ ଦେଇଥିଲେ।ଉଭୟ ରକ୍ତଦାତା ପ୍ରଥମ ଥର ରକ୍ତଦାନ କରିଥିବାରୁ ଶ୍ରୀ ଦାଶ ଉଭୟଙ୍କୁ ସାଧୁବାଦ ଜଣାଇଥିଲେ।ପରିଶେଷରେ ଯେଉଁମାନେ ଟିକା ନେଇ ନାହାନ୍ତି କିମ୍ବା ଟିକା ନେବାପରେ ସମୟ ହୋଇଯାଇଛି ସେମାନେ ପୁଣି ରକ୍ତ ଦେବାକୁ ଆଗେଇଆସିଵାକୁ ଶ୍ରୀ ଦାଶ ଅନୁରୋଧ କରିଥିଲେ।ରକ୍ତ ସଂଗ୍ରହରେ ରକ୍ତ ଭଣ୍ଡାରର ପ୍ରଶାନ୍ତ ସାହୁ,କୁନାଲ ଦାସ, ଶିବ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like