-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବିଜେଡ଼ି ର ତିନି ମହିଳାଙ୍କୁ ରାଜ୍ଯ ବିଜୁ ମହିଳା ଦଳରେ ସୁଯୋଗ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ କଳିକେଶ ନାରାୟଣ ସିଂଦେଓ

28-Jun-2021



ବଲାଙ୍ଗିର(ପ୍ରେରଣା ଖବର) : ବିଜୁ ଜନତା ଦଳର ତିନି ସକ୍ରୀୟ ମହିଳାଙ୍କୁ ରାଜ୍ଯ ଓ ଜିଲ୍ଲା ସଙ୍ଗଠନ ଦାୟୀତ୍ବ ତୁଳାଇବାକୁ ବିଜେଡି ସୁପ୍ରୀମୋ ନବୀନ ପଟ୍ଟନାୟକ ସୁଯୋଗ ଦେଇଥିବାରୁ ବଲାଙ୍ଗିର ର ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ କୃତଜ୍ଞତା ଜଣାଇବା ସହିତ ନୂତନ

କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି  । ଗତକାଲି ରାଜ୍ଯ ବିଜୁ ମହିଳା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନି ଛୁରୀଆ ତାଙ୍କ ରାଜ୍ଯ କମିଟୀ ଘୋଷଣା କରିବା ସହିତ ଜିଲ୍ଲା ସଭାପତି ମାନଙ୍କୁ ଚୟନ କରିଛନ୍ତି । ଏହି ରାଜ୍ଯ କମିଟୀ ରେ ରାଜ୍ଯ ବରିଷ୍ଠ ଉପସଭାପତି ଭାବରେ ବଲାଙ୍ଗିରରୁ ଶ୍ରୀମତୀ ଜ୍ଯୋତି ପାଣିଗ୍ରାହୀ ଓ ଉପସଭାପତି ଭାବରେ ବଲାଙ୍ଗିର କଣ୍ଟାବାଞ୍ଜି ଅଞ୍ଚଳର ପୁର୍ବତନ ଜିଲ୍ଲାପରିଷଦ ଉପସଭାପତି ଶ୍ରୀମତୀ ଗୋପା ମହାନନ୍ଦ ଚୟନ ହୋଇଥିବା ବେଳେ ବଲାଙ୍ଗିର ପୌରପରିଷଦର ପୁର୍ଡତନ ଅଧ୍ଯକ୍ଷା ଶ୍ରୀମତୀ ଦମୟନ୍ତୀ ବାଗଙ୍କୁ ଜିଲ୍ଲା ସଭାପତି ଭାବରେ ଚୟନ କରି ଦଳର ମହିଳା ସଙ୍ଗଠନକୁ ମଜଭୁତ କରିବା ପାଇଁ ଏମାନଙ୍କୁ ଗୁରୁ ଦାୟୀତ୍ବ ପ୍ରଦାନ କରିଥିବା ହେତୁ ବଲାଙ୍ଗିର ର ପୁର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅନଙ୍ଗ ଉଦୟ ସିଂହଦେଓ ଙ୍କ ସମେତ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଏବଂ ଯୁବନେତା ଅର୍କେଷ ନାରାୟଣ ସିଂହଦେଓ ଜିଲ୍ଲା କାର୍ଜ୍ଯକାରୀ ସଭାପତି ଅଶୋକ ମହାନ୍ତି, 

ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା ଛାତ୍ର ସଭାପତି ଗୁଞ୍ଜ ଖାନ ଜିଲ୍ଲା ଓଡିଶା ମୋ ପରିବାର ସଂଯୋଜକ ସାଗର ସଙ୍ଗମ ଶତପଥି ଜିଲ୍ଲା ଆଇଟି ସଂଯୋଜକ ବିଭୂତି ଭୂଷଣ ମିଶ୍ର ତଥା ବିଜୁ ଜନତା ଦଳ , ବଲାଙ୍ଗିରର କର୍ମକର୍ତ୍ତା ମାନ୍ଯବର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ଯବାଦ ଅର୍ପଣ କରି ତିନି ଜଣ ମହିଳା ସାଙ୍ଗଠିକାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like