-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

କନ୍ଧମାଳ ଟିମ୍‌ ହ୍ୟୁମାନିଟିର ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କ ଦ୍ୱାରା ଅଜଗର ସାପ ଉଦ୍ଧାର

28-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ୍‌ଠାରୁ ୧୨ କିମି ଦୂର ବାରିକୁମ୍ପା ଗ୍ରାମର ନାରାୟଣ ଆଚାର୍ଯ୍ୟ ନାମକ ଜଣେ ବ୍ୟକ୍ତିଙ୍କ ବଗିଚାରେ ଏକ ଅଜଗର ସାପକୁ ଦେଖି ଟିମ୍‌ ହ୍ୟୁମାନିଟିର ସ୍ନେକ ହେଲ୍ପ ଲାଇନ ସଦସ୍ୟଙ୍କୁ ଯୋଗାଯୋଗ କରିଥିଲେ । ଖବର ପାଇବା କ୍ଷଣି ଟିମ୍‌ ସଦସ୍ୟ ଭି.ଜଗନ୍ନାଥ ରାଜୁ, ସାଇରମ ପାତ୍ର, ପ୍ରଫୁଲ୍ଲ କୁମାର ପୃଷ୍ଟି , ସୁନୀଲ କୁମାର ଜେନା, ସେକ ଅବଦୁଲ ସାକୀର , ହିମାଂଶୁ ନାୟକ ଏବଂ ପ୍ରଶାନ୍ତ କୁମାର ସେନାପତି ଉକ୍ତ ସ୍ଥାନରେ ପହଞ୍ଚିଥିଲେ । ନିଜର ସୁରକ୍ଷା ସହିତ ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହିତ ଫୁଲବାଣୀ ବନ ବିଭାଗ ଅଫିସରେ ହସ୍ତାନ୍ତର କରିଥିଲେ । ବନ ବିଭାଗର ନିର୍ଦ୍ଦେଶକ୍ରମେ ପୁଣି ସାପଟିକୁ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦେଇଥିବା ଟିମ ହ୍ୟୁମାନିଟିର ଆବାହକ ଭି. ଲୋକନାଥ ରାଜୁ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like