-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ସେବା କାମ କରି ରଖିଲେ ବିଭାଗ ର ନାମ

28-Jun-2021



ସୋନପୁର, (ମନୋରଞ୍ଜନ ତ୍ରିପାଠୀ) - ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା କଣ୍ଟାମାଳ ର ମୁଖ୍ୟ ଡାକ୍ତରଖାନାରେ 108 ଜରୁରୀ କାଳୀନ ସେବା ରେ ନିୟୋଜିତ ଓ  ଟେକ୍ନିକାଲ ବିଭାଗରେ କାର୍ଯ୍ୟରତ   ବରପଦର କଣ୍ଟାମlଳ ବୌଦ୍ଧ ଜ଼ିଲ୍ଲା ର ଯୁବକ ଦୀନବନ୍ଧୁ ମହାକୁଡ଼ କେବଳ ଯେ 108 ସେବା ଭଳି ଏକ ଗୁରୁତ୍ୱପୂର୍ଣ  ଓ  ଜରୁରୀ କାଳୀନ ରୋଗୀ  ସେବା ରେ ସମର୍ପିତ ତାହା ନୁହେଁ l ଏ ବିଭାଗ ର ନାମ ଯେମିତି କାମ ବି ଠିକ ସେମିତି ବୋଲି ନିଜେ ରକ୍ତ ଦାନ କରି  ଆଜି ତାହା ପ୍ରମାଣିତ କରିଛନ୍ତି ଦୀନବନ୍ଧୁ l ଓ  ନିଜର ମହାନତା ଦେଖେଇ ଛନ୍ତି l ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଭୀମ ଟିକିରା ଗାଁ ର ଜଣେ ଗୁରୁତର  ରୋଗୀ ଯେ କି ରକ୍ତ ହୀନତା ରୋଗରେ ପୀଡିତ ଓ  ସୋନପୁର ମେଡିକାଲ ରେ  ଚିକିତ୍ସିତ ଥିବା  ଅନ୍ଧାରୀ ବିଶ୍ବାଳଙ୍କୁ ରକ୍ତ ଆବଶ୍ୟକ ପଡ଼ିବାରୁ ରକ୍ତଦାତା ସଙ୍ଘ ସୁବର୍ଣ୍ଣପୁର ଶାଖା  ଜରିଆରେ ସୂଚନା ଓ ପ୍ରେରଣା ପାଇ ସେ  ରକ୍ତଦାନ କରିଛନ୍ତି । ଏବଂ ଜରୁରୀ କାଳୀନ ବିଭାଗ ସେବା କାର୍ଯ୍ୟ ରେ ରହି ଏକ ଜୀବନ ବଞ୍ଚାଇବା ଭଳି ମହତ ସେବା ର  ସୁଯୋଗ ପାଇ ଖୁସି ଅଛନ୍ତି ସେ l ସେ ଆଗରୁ ମଧ୍ୟ  ବୁର୍ଲା ଓ ବିଭିନ୍ନ ଡ଼ାକ୍ତରଖାନାରେ  ଅନେକ ଥର ରକ୍ତଦାନ କରି ନିଜ ବିଭାଗ ର ଗୌରବ ବଢ଼ାଇଆସିଛନ୍ତି l ଶ୍ରୀ ମହାକୁଡ଼ ଙ୍କୁ ସୁବର୍ଣ୍ଣପୁର ଓ ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ଙ୍କ ସମେତ ଏ ଅଞ୍ଚଳ ର ଲୋକେ ଜଣେ ଭଲ କର୍ମଚାରୀ ସହ ସେ  ଭଲ ମଣିଷ ଟିଏ  ବୋଲି ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like