-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ମାକରଚୁଆଁରେ ପାନୀୟ  ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଲେ ନରସିଂହ, ବରକାନି-ଅଏଁଲାଚୁଆ-ଆଟଗାଁ ରାସ୍ତା ହେବ ନିର୍ମାଣ-ନରସିଂହ

28-Jun-2021



ବଲାଙ୍ଗିର,(ପ୍ରେରଣା ଖବର)-  ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ପ୍ରତ୍ୟେକ ଗାଁକୁ ରାସ୍ତା, ଗାଁର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇବା ମିଶନରେ ଯୋଡି ହେଲା ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବରକାନି ପଞ୍ଚାୟତର ମାକରଚୁଆଁ ଗ୍ରାମ । ଆଜିି ଅପରାହ୍ନ ଘ.୫ ସମୟରେ ମାକରଚୁଆଁ ଠାରେ ଜଳ ଜିବନ ମିଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗାଁକୁ ଗାଁ ପିଇବା ପାଣି ଯୋଗାଇବା ପାଇଁ ମାକରଚୁଆଁ ଠାରେ ୮୮ଲକ୍ଷ ୪୪ହଜାର ୯୧୨ ଟଙ୍କାର ଏକ ପାଇପ ଯୋଗେ ଘରକୁ ଘର ପିଇବା ପାଣି ଯୋଗାଇବା ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଇଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା ହେବାକୁ ଥିବା ଏହି ଭିତ୍ତିପ୍ରସ୍ତର ସଭାରେ ଅଧିକ୍ଷଣ ଯନ୍ତ୍ରୀ ବିପିନ ବିହାରୀ ଦାଶ, ଉପ-ନିର୍ବାହୀଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର, କନିଷ୍ଠ ଯନ୍ତ୍ରୀ ଅଶୋକ ଭୁୟାଁ, ରାଜ୍ୟ କଂଗ୍ରେସ ସଂପାଦକ ଉମା ଶଙ୍କର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଉପସ୍ଥିତ ଗ୍ରାମବାସୀ ଶ୍ରୀ ମିଶ୍ରଙ୍କୁ ଗାଁରେ ଥିବା ବନ୍ଧ ପାଇଁ ଘାଟ ନିର୍ମାଣ ପାଇଁ ଅନୁରୋଧ କରିବା ସହ ଗାଁରେ ରହୁଥିବା ଆଦିବାସୀ ଭୂମିହୀନ ମାନେ ଚାଷ ଜମି ପାଇଁ ଦାବି ଜଣାଇଥିଲେ । ଉତ୍ତରରେ ଶ୍ରୀ ମିଶ୍ର ନିଜ ପାଣ୍ଠିରୁ ଦୁଇଟି ଗାଧୁଆ ତୁଠ ନିର୍ମାଣ ପାଇଁ ଅନୁଦାନ ଦିଆଯିବ ବୋଲି ଘୋଷଣା କରିଥିଲେ । ତା ସହ ଗାଁରେ ଥିବା ଗରିବ, ବିଧବା, ବିକଳାଙ୍ଗ, ଗୁହାଳ ପାଇଁ ତାଲିକା ପ୍ରସ୍ତୁତ କରି ତାଙ୍କ ପାଖକୁ ପହଞ୍ଚାଇବା ପାଇଁ ଅନୁରୋଧ କରିଥିଲେ । ପରେ ନାରାୟଣପୁର ଗ୍ରାମରେ ପହଞ୍ôଚ ସେଠାରେ ଥିବା ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଜମି ଚିହ୍ନଟ କରାଯାଇଥିଲା ଏବଂ ଆଗାମୀ କିଛି ମାସ ଭିତରେ ଏହି ଗ୍ରାମକୁ ମଧ୍ୟ ଘରକୁ ଘର ପାଇପ  ଯୋଗେ ପିଇବା ପାଣି ପହଞ୍ଚାଯିବ ବୋଲି ଘୋଷଣା କରିଥିଲେ । ଗାଁକୁ ଗାଁ ରାସ୍ତା କାର୍ଯ୍ୟକ୍ରମରେ ମାକରଚୁଆଁ ଗ୍ରାମକୁ ସଂଯୋଗ କରିବା ପାଇଁ

ବରକାନି ଠାରୁ ବରପଦର, ଅଇଁଲାଚୁଆ ଦେଇ ଆଟଗାଁ ପିଡବ୍ଲୁଡି ରାସ୍ତା ପର୍ଯ୍ୟନ୍ତ ରାସ୍ତା ସଂଯୋଗିକରଣ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି ବୋଲି ଅଏଁଲାଚୁଆରେ ଅନୁଷ୍ଠିତ ପଥପ୍ରାନ୍ତ ସଭାରେ ଶ୍ରୀ ମିଶ୍ର ରାସ୍ତା ଉପରେ ଦାବି କରିଥିବା ଗ୍ରାମବାସୀଙ୍କୁ ପ୍ରତିଶୃତି ଦେଇଥିଲେ ଏବଂ  ବହୁ ଶିଘ୍ର ଏହି ଗ୍ରାମକୁ ମଧ୍ୟ ପାଇପଯୋଗେ ପିଇବା ପାଣି କାର୍ଯ୍ୟକ୍ରମରେ ଯୋଡାଯିବ ବୋଲି ଘୋଷଣା କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ବିଧାୟକ ଙ୍କ ପ୍ରତିନିଧି କିଶୋର ସିଂ ନିନା, ଖୁଜେନପାଲି ସରପଞ୍ଚ ସତ୍ୟବାନ ସାହୁ, କାର୍ତ୍ତିକ ପୁଟେଲ, କୁଶ ବାଗ, କମଳା ହୋତା, ସୌମିତ୍ରି ମିଦ୍ଧା, ଆକୁଳ ମଲ୍ଲିକ, ନରେନ୍ଦ୍ର ବିଶ୍ୱାଲ, ନାରାୟଣ ଭୋଇ, ତବେଶ୍ୱର ସାହୁ, କାହ୍ନୁ ପ୍ରଧାନ, ଉମେଶ ଭୋଇ, ଶରତ ଚନ୍ଦ୍ର ଭୋଇ, ଧୃବ ପ୍ରସାଦ ସାହୁ, ଅଜୁ ବିଶ୍ୱାଲ, ମୋହନ ନନ୍ଦ ଓ ଲକ୍ଷ୍ମୀ କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା