-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନର ଢିଲା ଶାସନ | କଳାଦିବସ କୁ ପାଳନ କଲା ଗଣିଆ ପ୍ରେସ କ୍ଳବ

28-Jun-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) : ନୟାଗଡ଼ ଜିଲ୍ଲା ରେ ଅବକାରୀ ବିଭାଗ ଏସଆଇ ଧନଞ୍ଜୟ ପାତ୍ରଙ୍କୁ ଗିରଫ ତଥା ନିଲମ୍ବନ କରାଯିବା ର ଦାବିକୁ ନେଇ ନୟାଗଡ଼ ଜିଲ୍ଲାର ସମସ୍ତ ସାମ୍ବାଦିକଙ୍କ ଧାରଣାକୁ ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘ ସମର୍ଥନ କରିଛି | ଉତ୍କଳ ସାମ୍ବାଦିକ ସଂଘର ସଭାପତି ରବିବାର ଦିନ ଜିଲ୍ଲାପାଳଙ୍କ ସରକାରୀ ବାସଭବନ ନିକଟରେ କରାଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ସ୍ଥଳରେ ପଂହଁଚି ଧାରଣାରେ ବସିଥିଲେ | କିଂତୁ ଜିଲ୍ଲାପାଳ ସମସ୍ତ ସାମ୍ବାଦିକଙ୍କ ସାମନାରେ କୌଣସି ଦାବୀ ଗ୍ରହଣ କରିବେନି ବୋଲି ବକ୍ତବ୍ୟ ରଖିଥିବା ସହିତ ଏକ ଦଶଜଣିଆ କମିଟିକୁ କାର୍ଯ୍ୟାଳୟକୁ ଡକାଇଥିଲେ | ଡ଼ ପୋମା ଟୁଡୁ ଏକ ପନ୍ଦର ଜଣିଆ ସାମ୍ବାଦିକ କମିଟିକୁ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟରେ  ସନ୍ଧ୍ୟା ୫ଘଟିକାରେ ବୈଠକରେ ବୁଧବାର ଦିନ ପର୍ଯ୍ୟନ୍ତ ମହଲତ ମାଗିଛନ୍ତି କୌଣସି କାର୍ଯ୍ୟାନୁଷ୍ଠାନ ନେବାପାଇଁ  ଏବଂ ନୟାଗଡ଼ ଏସ ପି  ଉକ୍ତ ବିଷୟକୁ ନେଇ ଧନଞ୍ଜୟଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିଥିବା ସୂଚନା ମିଳିଛି |  ଜିଲ୍ଲା ପ୍ରଶାସନ ନୁହେଁ ଇଏ ଢିଲା ପ୍ରଶାସନ ବୋଲି ଚର୍ଚା ହେଉଛି | କିନ୍ତୁ ସାମ୍ବାଦିକ ଏକତା ଜିଲ୍ଲା ପାଳ ଙ୍କ ମହଲତ କୁ ଅପେକ୍ଷା କରିବା ପାଇଁ ଉକ୍ତ ୩ ଦିନ ଜିଲ୍ଲା ର ସମସ୍ତ ସାମ୍ବାଦିକ କଳା ବ୍ୟାଚ ପରିଧାନ କରି କଳା ଦିବସ ପାଳନ କରିବା ପାଇଁ ନିଷ୍ପତି ନିଆ ଯାଇଥିଲା | ଏହି କଳାଦିବସ ପାଳନକୁ ଗଣିଆ ପ୍ରେସ କ୍ଳବ ସ୍ୱାଗତ କରି ସଭାପତି ଶ୍ରୀଯୁକ୍ତ ଦେବୀ ପ୍ରସାଦ ଦାସଙ୍କ ନେତୃତ୍ୱରେ ସମସ୍ତ ସଭ୍ୟ ମାନେ କଳା ବ୍ୟାଚ ପରିଧାନ କରିଛନ୍ତି | ଏପରିକି ଗଣିଆ ବଜାର ଦେଇ ଏକ ବିକ୍ଷୋଭ ଶୋଭାଯାତ୍ରାରେ ଗଣିଆ ପ୍ରେସ କ୍ଳବର ସମସ୍ତ ସଦସ୍ୟ ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲେ | ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅଭିଯୁକ୍ତ ଏସଆଇ ଙ୍କୁ ନିଲମ୍ବନ ତଥା ଗିରଫ ଦାବୀରେ ଏକ ଦାବିପତ୍ର ଅତିରିକ୍ତ ତହସିଲଦାରଙ୍କୁ ପ୍ରଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା