-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||     

HOME   ଜିଲ୍ଲା

ମିଳିତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

29-Jun-2021



ସମ୍ବଲପୁର, (ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ମିଳିତ ବାମପନ୍ଥୀ ଦଳ ପକ୍ଷରୁ ସୋମବାର ସମ୍ବଲପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଆକାଶଛୁଆଁ ପେଟ୍ରୋଲ ଓ ଡ଼ିଜେଲ ଦର ବୃଦ୍ଧିକୁ ବାମପନ୍ଥୀ ଦଳ ପକ୍ଷରୁ ତୀବ୍ର ବିରୋଧ କରାଯାଇଥିଲା I କରୋନା ଯୋଗୁଁ ଶ୍ରମିକଙ୍କୁ ଆଜି ଯାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇ ନାହିଁ, ତେଣୁ ତୁରନ୍ତ ଅର୍ଥରାଶି ପ୍ରଦାନ କରାଯାଉ ବୋଲି ଦଳ ପକ୍ଷରୁ ଦାବି କରାଯାଇଛି। ଏ ସଂକ୍ରାନ୍ତ ଓଡ଼ିଶା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ରେଙ୍ଗାଲିରେ ବିଡ଼ି ଶ୍ରମିକଙ୍କ ପାଇଁ ୫୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ନିର୍ମାଣ କରିବାକୁ ସରକାର ମଞ୍ଜୁର କରିଥିଲା ବେଳେ ଏହା ଆଜିଯାଏ କାର୍ଯ୍ୟକାରୀ ହୋଇନି ଶ୍ରମିକଙ୍କ ହିତ ପାଇଁ ତୁରନ୍ତ ଏହି ଡାକ୍ତରଖାନା ନିର୍ମାଣ, ସ୍ଥାନୀୟ କଳକାରଖାନାରେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର, ଆୟକର ଦେଉନଥିବା ପରିବାରକୁ ମାସିକ ୭୫୦୦ ଟଙ୍କା ଲେଖାଏଁ ଭତ୍ତା, ବିଜୁଳୀ ଶିଳ୍ପରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ସ୍ଥାୟୀ ନିଯୁକ୍ତି ଓ ସେମାନଙ୍କୁ କରୋନା ଯୋଦ୍ଧା ମାନ୍ୟତା, ମୃତ୍ୟୁ ହୋଇଥିବା ଶ୍ରମିକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ଏବଂ ସାହାଜବାହାଲ ଓ ବସନ୍ତପୁର ଚାଷୀଙ୍କୁ ସ୍ଥାୟୀ ଜମି ପଟ୍ଟା ଦିଆଯାଉ ବୋଲି ଦାବି କରାଯାଇଛି I ଏନ. ଗୋପାଳ, ମିତ୍ରଭାନୁ ପୋଢ଼, ରବିନ୍ଦ୍ର ମହାନ୍ତି, କ୍ଷୀରୋଦ ସିଂଦେଓ, ସନ୍ତୋଷ ଖଡ଼ିଆ ଓ ଭି. ରାମାରାଓ ପ୍ରମୁଖ ବାମପନ୍ଥୀ ଦଳର ନେତା ଓ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026

You Might Also Like

               
  ଜିଲ୍ଲା  

ବରୀ ରେ ବନ୍ୟା