-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ପ୍ରଫେସର ବଂଶୀଧର ମାଝି ଭିସୁଟର ନୂତନ କୁଳପତି

29-Jun-2021



ସମ୍ବଲପୁର, (ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ପ୍ରଫେସର ଡ. ବଂଶୀଧର ମାଝି ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ନୂତନ କୁଳପତି ରୂପେ ରାଜ୍ୟପାଳ ତଥା କୁଳାଧୂପତି ପ୍ରଫେସର ଗଣେଶୀଲାଲଙ୍କ ଦ୍ବାରା ସୋମବାର ଅବସ୍ଥାପିତ ହୋଇଛନ୍ତି। ସମ୍ବଲପୁର ଜ଼ିଲ୍ଲା ମାନେଶ୍ବର ବ୍ଲକ ଅନ୍ତର୍ଗତ ନୂଆଗାଁର ମୂଳନିବାସୀ ଡ. ମାଝି ଧମା ଏମପି ହାଇସ୍କୁଲରୁ କୃତିତ୍ବର ସହିତ ପ୍ରଥମ ଶ୍ରେଣୀରେ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ପରେ ଗଙ୍ଗାଧର ମେହେର ମହାବିଦ୍ୟାଳୟରେ ଆଇଏ ସସି ଏବଂ ବିଏସସିରେ ଡିଷ୍ଟିଙ୍କସନରେ ଉତ୍ତୀର୍ଣ୍ଣ ହୋଇ ରାଉରକେଲା ଆରଇସି (ବର୍ତ୍ତମାନର ଏନଆଇଟି)ରୁ ଏମଟେକ, ଏମସିଏ ଓ ଡକ୍ଟରେଟ ଡିଗ୍ରୀ ହାସଲ କରିଥିଲେ। ରାଉରକେଲା ଆରଇସିରେ ଅଧ୍ୟୟନ ସମୟରେ ସେ ଏମଟେକରେ ପ୍ରଥମ ଶ୍ରେଣୀରେ ପ୍ରଥମ ହୋଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ଦ୍ବାରା ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ତାଙ୍କ ତିରିଶ ବର୍ଷର ଗବେଷଣା, ଶୈକ୍ଷିକ ଏବଂ ତିନିବର୍ଷର ଶିଳ୍ପ କ୍ଷେତ୍ରରେ ଅଭିଜ୍ଞତା ରହିଛି। ବର୍ତ୍ତମାନ ସେ ଚେନ୍ନାଇ କାଞ୍ଜିପୁରମ ଆଇଆଇଟିର ନିର୍ଦ୍ଦେଶକ ପଦରେ କାର୍ଯ୍ୟରତ ଅଛନ୍ତି। ଇମେଜ ପ୍ରୋସିସିଂ, କମ୍ପ୍ୟୁଟର ଭିଜନ, ଡାଟିକମ୍ରେସନ, ସିକ୍ୟୁରିଟି ପ୍ରଟୋକଲ, ପାରାଲାଲକମ୍ପ୍ୟୁଟିଙ୍ଗ, ବାଇଓମେଟ୍ରିକ୍ସ ଓ ସଫ୍ଟକମ୍ପ୍ୟୁଟିଙ୍ଗ କ୍ଷେତ୍ରରେ ଡ ମାଝିଙ୍କ ସ୍ବତନ୍ତ୍ର ପରିଚୟ ରହିଛି। ସେ ୧୮ଟି ପିଏଚଡି, ୭୦ଟି ଏମଟେକ ଓ ଆଠଟି ଏମଟେକ(ଆର) ଗବେଷଣା ପ୍ରକଳ୍ପକୁ  ମାର୍ଗଦର୍ଶନ କରିଛନ୍ତି। ଏନବିଏ, ଏନଏଏସିର ବିଭିନ୍ନ କମିଟିର ସଦସ୍ୟ, ବିଭାଗୀୟ ମୁଖ୍ୟ, ଡିନ, ଅଟୋମେସନ ସେଲ ପ୍ରଭୃତିର ଅଧ୍ୟକ୍ଷ ଭଳି ପ୍ରଶାସନକ ପଦରେ କାର୍ଯ୍ୟ କରିଛନ୍ତି। ତାଙ୍କର ଅନେକ ନିବନ୍ଧ ଦେଶବିଦେଶର ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପ୍ରଶଂସିତ ହୋଇଛି। ସାଉଦିଆରବର କିଂଖଲିଦ ବିଶ୍ବବିଦ୍ୟାଳୟ, ଜୋର୍ଡାନ ବିଶ୍ବବିଦ୍ୟାଳୟ ଭଳି ଉଚ୍ଚତର ଶିକ୍ଷାୟତନରେ ସେ ଅତିଥ୍ ପ୍ରଫେସର ଭାବରେ ଯୋଗଦେବା ସହିତ ହଂକଂ, କାଇରୋ, କୁଆଲାଲାମପୁର, ଇଟାଲିରଭେନିସ ଓ ଦେଶରେ ହୋଇଥିବା ସମ୍ମିଳନୀ ମାନଙ୍କରେ ଗବେଷଣା ନିବନ୍ଧ ଉପସ୍ଥାପିତ କରିଛନ୍ତି। ଶ୍ରେଷ୍ଠ ନିବନ୍ଧ ପାଇଁ ସେ ଆଇଏଇଏଇ ଦ୍ବାରା ଚାରିଥର ପୁରସ୍କୃତ ହୋଇଥିଲେ। ଶିକ୍ଷା ଓ ଗବେଷଣା ପାଇଁ ତାଙ୍କୁ ସାମନ୍ତ ଚନ୍ଦ୍ରଶେଖର, ଆନ୍ତର୍ଜାତୀୟ ବିଦ୍ୟାସାଗର ପୁରସ୍କାର, ଜେସି ବୋଷ ଓ ଓଡ଼ିଶା ଇଞ୍ଜିନିୟରିଂ କଂଗ୍ରେସ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା