-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବିଜେଡି ଓଡିଶା ମୋ ପରିବାର ତରଫରୁ ବୃକ୍ଷରୋପଣ କାର୍ଯ୍ଯକ୍ରମ

29-Jun-2021



"ବୃକ୍ଷ ହି ରକ୍ଷକ, ବୃକ୍ଷ ହି ଦେବତା

      ମାନବ ଜାତି କୁ କାଳେ କାଲେ ରକ୍ଷା କରେ ସେହି...."

ବଲାଙ୍ଗିର (ପ୍ରେରଣା ଖବର) : ପ୍ରକୃତି ର ଏହି ଅମୁଲ୍ୟ ଦାନ କୁ ବଞ୍ଚାଇବା ପାଇଁ ଆଜି ବଲାଙ୍ଗୀର ପୂର୍ବତନ ସାଂସଦ ଶ୍ରୀ କଲିକେଶ ସିଂଦେଓ ଓ ଯୁବନେତା ଶ୍ରୀ ଅର୍କେଷ୍ ସିଂଦେଓ ଙ୍କର ଆହ୍ବାନ କ୍ରମେ ଆଜି ଓଡିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମ ରେ ଜିଲ୍ଲା ସଂଯୋଗ ଶ୍ରୀ ସାଗର ସଙ୍ଗମ ଶତପଥି ଓ ବିଜୁ ଛାତ୍ର ଜନତା ଦଳ ର ରାଜ୍ୟ ସମ୍ପାଦକ ତଥା ବୌଦ୍ଧ ପର୍ଯ୍ଯବେକ୍ଷକ ସୁମନ କୁମାର ନନ୍ଦ ଙ୍କର ନେତୃତ୍ୱ ରେ ଆଜି ବଲାଙ୍ଗୀର 

ବିଶ୍ୱବିଦ୍ୟାଳୟ କ୍ୟାମ୍ପସ, ପରିପାର୍ଶ୍ୱ ଓ କଲେଜ୍ ଛକ୍ ଠୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଥିବା ବିଭାଜନକାରୀ ରେ ବୃକ୍ଷ ରୋପଣ କରାଗଲା, ଏହି ମହତ କାର୍ଯ୍ୟକ୍ରମ ଗୋଟିଏ ସପ୍ତାହ ପାଇଁ ଚାଲିବ ବୋଲି ଶ୍ରୀ ସୁମନ କୁମାର ନନ୍ଦ ସୂଚନା

ଦେଇଛନ୍ତି । ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ର ଟାଣୁଆ କର୍ମକର୍ତ୍ତା ଯଥା ଆକାଶ ଗଡ଼ତିଆ, ସାଜିତ ପଧାନ, ମୁକେଶ ପଟେଲ, ସମ୍ବିତ ପୁରୋହିତ, କୈଳାଶ ଭୋଇ , ବିରଞ୍ଚି ଭୋଇ , ରାଜେଶ ସାହୁ , ସୁବ୍ରତ , ଶିବଦତ୍ତ ମାଝୀ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like