-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଓ ବିଡିଓଙ୍କୁ ନେଇ ଆଲୋଚନା କଲେ ନରସିଂହ, ନିମ୍ନମାନର କାମର ବିଭାଗୀୟ ତଦନ୍ତ ହେବ- ନରସିଂହ

29-Jun-2021



ବଲାଙ୍ଗିର,(ପ୍ରେରଣା ଖବର)-  ଆଜି ଅପରାହ୍ନ ଘ.୪ ସମୟରେ ସ୍ଥାନୀୟ ସାର୍କିଟ ହାଉସ ଠାରେ ଉଭୟ ଦେଓଗାଁ ଓ ବଲାଙ୍ଗିର ସଦର ବ୍ଲକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଏବଂ ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଉଭୟ ବ୍ଲକର ଗୋଷ୍ଠି ଉନ୍ନୟନ ଅଧିକାରୀ, ସହକାରୀ ଯନ୍ତ୍ରୀ ଏବଂ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରକଳ୍ପ ନିର୍ଦ୍ଧେଶକଙ୍କୁ ନେଇ ଏକ ବୈଠକ କରିଛନ୍ତି । ଏହି ବୈଠକରେ ବିଶେଷକରି ଉନ୍ନୟନ କାମ ପାଇଁ ବ୍ଲକକୁ ଆସିଥିବା ବିଭିନ୍ନ ପାଣ୍ଠି ଉପରେ ଆଲୋଚନା ହୋଇଥିଲା । ଆଲୋଚନା ବେଳେ ଉଭୟ ବ୍ଲକର ଗୋଷ୍ଠି ଉନ୍ନୟନ ଅଧିକାରୀମାନଙ୍କୁ ୨୦୧୪ ମସିହାରୁ ଉଭୟ ବ୍ଲକକୁ ଆସିଥିବା ବିଭିନ୍ନ ପାଣ୍ଠି ଯଥା ସ୍ପେସାଲ ପ୍ରୋବ୍ଲେମ ଫଣ୍ଡ, ବିଆରଜିଏଫ୍‌, ବିଜୁ କେବିକେ, ଆଇଏପି ଯୋଜନା ମାଧ୍ୟମରେ କେତେ ଟଙ୍କା ଆସିଛି, କଣ କଣ କାମ ହୋଇଛି, କେତେ ପରିମାଣର କାମ ବାକି ଅଛି । ସେ ସବୁର ଏକ ବିସ୍ତୃତ ତାଲିକା ପ୍ରସ୍ତୁତ କରି ପ୍ରଦାନ କରିବାକୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଯେତେ ଶିଘ୍ର ହେବ ମାକରଚୁଆଁ, ଅଇଲାଚୁଆଁ,  ଜରାସିଂହା, ନାରାୟଣପୁରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ଗାଇ ଓ ଛେଳିଙ୍କ ଗୁହାଳ, ମାକରଚୁଆଁରେ ନରେଗା ଯୋଜନା ମାଧ୍ୟମରେ ଲୋକଙ୍କୁ ମାଟିକାମ ଯୋଗାଇ ଦେବାକୁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବଲାଙ୍ଗିର ବ୍ଲକ ସ୍ଥିତ ରିନବଚନ ଠାରେ କଲ୍ୟାଣ ମଣ୍ଡପ ତଥା ଅନ୍ୟ ଏକ ପ୍ରକଳ୍ପ, ବିରମୁଣ୍ଡା - ବକ୍ସିଉଡାର ରାସ୍ତା କାମ ଅତି ନିମ୍ନ ମାନର ହୋଇଛି ବୋଲି ସାଧାରଣ ଲୋକ ଅଭିଯୋଗ କରିଛନ୍ତି । ଏଣୁ ଏହାର ଏକ ବିଭାଗୀୟ ତଦନ୍ତ କରିବାକୁ ଉପସ୍ଥିତ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ସ୍ୱାଇଁଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଆଗାମୀ ଦିନରେ ଉଭୟ ବ୍ଲକରେ ଯଦି କୌଣସି ଉନ୍ନୟନମୂଳକ କାମ ଯେପରି ନିମ୍ନ ମାନର ନ ହୁଏ ତାର ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସ୍ୱାଇଁ ଉଭୟ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ତାଗିଦ କରିଛନ୍ତି । ଦେଓଗାଁ ବ୍ଲକର ଜରାସିଂହା, ସାଲେପାଲି ଓ ବରକାନି ଗ୍ରାମରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ତଥା ମଞ୍ଜୁରି ହୋଇଥିବା ବିଭିନ୍ନ ପ୍ରକଳ୍ପ ଅଗ୍ରାଧିକାର ଭିତ୍ତିରେ ସମାପ୍ତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଆଗାମୀ କିଛି ମାସ ପରେ ପଂଚାୟତମାନଙ୍କର କାର୍ଯ୍ୟକାଳ ଶେଷ ହେଉଥିବାରୁ ଗାଁମାନଙ୍କୁ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକୁ ଶିଘ୍ର ସମାପନ କରିବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା