-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବନ୍ଦେ ଉତ୍କଳ ଜନନୀକୁ ପାଠ୍ୟ ପୁସ୍ତରେ ସାମିଲ ନିଷ୍ପତ୍ତି ବିରୁଦ୍ଧରେ କୋସଲ ରାଜ୍ୟ ସମନ୍ୱୟ ସମିତିର ବିକ୍ଷୋଭ

29-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- କୋସଲ ରାଜ୍ୟ ସମନ୍ୱୟ ସମିତି କେନ୍ଦ୍ରୀୟ କମିଟୀର ନିଷ୍ପତ୍ତି କ୍ରମେ ଆଜି ସମଗ୍ର କୋସଳାଞ୍ଚଳରେ ବନ୍ଦେ ଉତ୍କଳ ଜନନୀକୁ ଶିକ୍ଷା ପାଠ୍ୟକ୍ରମରେ ସ୍ଥାନୀତ କରିବାର ନିଷ୍ପତ୍ତିର ବିରୁଦ୍ଧରେ ଦୃଢ ପ୍ରତିବାଦ କରାଯାଇଛି । ଆଜି କୋସଲ ରାଜ୍ୟ ସମନ୍ୱୟ ସମିତିର ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ଜିଲ୍ଲା ଶିକ୍ଷାଧିଶଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଦାବି ପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ଶିକ୍ଷାଧିକାରୀଙ୍କ ମାର୍ଫତରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ଏହି ଦାବୀ ପତ୍ରରେ ବନ୍ଦେ ଉତ୍କଳ ଜନନୀକୁ ଶିକ୍ଷା ପାଠ୍ୟକ୍ରମରେ ସ୍ଥାନୀତ ନ କରିବାକୁ ଅନୁରୋଧ କରାଯାଇଛି । କୋସଲ ରାଜ୍ୟ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଅନେକ ସାମାଜିକ ସଂଗଠନର କର୍ମକର୍ତ୍ତା

ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ । କୋଭିଡ୍ କଟକଣାକୁ ଆଖି ଆଗରେ ରଖି ପ୍ରତିକାତ୍ମକ ଭାବେ ପାଳିତ ହୋଇଥିବା ଏହି ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମରେ କୋସଲ ରାଜ୍ୟ ସମନ୍ୱୟ ସମିତି ସହ ସମ୍ବନ୍ଧିତ ବଲାଙ୍ଗିର ଏକ୍ସନ କମିଟି, ଅବସରପ୍ରାପ୍ତ ସୈନିକ ସଂଘ, ନାଗରିକ କମିଟି, ପଶ୍ଚିମାଞ୍ଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ, ପଶ୍ଚିମ ଓଡିଶା ମଂଚ, ବରିଷ୍ଠ ନାଗରିକ ମଂଚ ଆଦିର ପ୍ରତିନିଧିମାନେ ଯୋଗ ଦେଇଥିଲେ । କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ, ସାଧାରଣ ସଂପାଦକ ବିଭୁଦତ୍ତ ମିଶ୍ର, ଜୋନାଲ ସଂପାଦକ ଶରତ ହୋତା, କୋସଲବାଦୀ ନେତା ରଣରାଜ ସିଂଦେଓ, ଶ୍ରମିକ ନେତା ରବି ମିଶ୍ର, ଜ୍ୟୋତି ରଂଜନ ମହାନ୍ତି ପ୍ରମୁଖଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ପ୍ରତାପ ଚନ୍ଦ୍ର ରଥ, ଯୁବ ସମନ୍ୱୟ ସମିତିର କେନ୍ଦ୍ରୀୟ କାର୍ଯ୍ୟକାରୀ ସଭାପତି ରିଲୁ ରଥ, ଉପ-ସଭାପତି ବିନୋଦ କାଲସାଏ, ସଂଗଠକ ମନୋରଂଜନ ମିଶ୍ର, ପ୍ରଭାକର ମିଶ୍ର, ବ୍ରଜବନ୍ଧୁ ବାଗ, ପ୍ରଶାନ୍ତ ବାଗ, ଯଦୁ ମଲ୍ଲିକ, ରାଧୁ ଦୀପ, ଅଭିଷେକ ଦାଶ, ଗୋପବନ୍ଧୁ ପଟେଲ, ରମ୍ୟ ରଂଜନ ସାହୁ, ରିକୁନ ମିଶ୍ର, ଅଭିନାଶ ଦାଶ,ସମୀର ଦାଶ, ସଂଜୟ ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । 

ଏଠାରେ ଉଲ୍ଲେଖନିୟଯୋଗ୍ୟ ଯେ ଆଧୁନିକ ଓଡିଶା ପ୍ରାକ୍ତନ କୋସଲ, ଉତ୍କଳ ଓ କଳିଙ୍ଗ କୁ ନେଇ ଗଠିତ । ବନ୍ଦେ ଉତ୍କଳ ଜନନୀ ଉତ୍କଳ ଅଂଚଳର ଏକ ଆଂଚଳିକ ସଂଗୀତ । ସମଗ୍ର ଓଡିଶାେ ତାହା ଗ୍ରହଣୀୟ ନୁହେଁ । କିନ୍ତୁ କରୋନା କଟକଣାର ସୁଯୋଗ ନେଇ ପ୍ରଥ।ମ ଲହରୀ ସମୟରେ ଉପକୂଳବାଦୀ ରାଜ୍ୟ ସରକାର ବେଆଇନ ଭାବରେ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଂଗୀତ ମର୍ଯ୍ୟାଦା ଦେଇଦେଲେ । ଏବଂ କରୋନା ଦ୍ୱିତୀୟ ଲହରୀ ସଂକ୍ରମଣ ର ସୁଯୋଗ ନେଇ ଏହାକୁ ରାଜ୍ୟ ଶିକ୍ଷା ପାଠ୍ୟକ୍ରମରେ ମଧ୍ୟ ସାମିଲ କରିଦେଲେ । ସରକାରଙ୍କ ଏଭଳି ଏକତରଫା ନିଷ୍ପତ୍ତି କୋସଲାଂଚଳର ଦୁଇ କୋଟୀ ଲୋକଙ୍କ ହୃଦୟରେ ଚରମ ଆଘାତ ସୃଷ୍ଟି କରିବା ସହ ଏ ଅଂଚଳର ସ୍ୱାଭିମାନ ପ୍ରତି କୁଠାରପାତ କରିଛି । ଏଣୁ କୋସଳାଂଚଳର ଅଗ୍ରଣୀ ଛାମୁଆ ସଂଗଠନ ହିସାବରେ କୋସଲ ରାଜ୍ୟ ସମନ୍ୱୟ ସମିତି ଏ ପ୍ରସଙ୍ଗକୁ ନେଇ ଲମ୍ବା ଲଢେଇ କରିବାକୁ ନିଷ୍ପତ୍ତି ନେଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା