-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଚୁଡାପୁଡୁଗ ଗ୍ରାମରେ ଅଭାବନୀୟ ଘଟଣା ଗାଧୋଇବା ବେଳେ ସୁରୁବାଲି ନ‌ଈରେ ବୁଡି ଦୁଇ ନାବାଳକ ଭାଇଙ୍କ ମୃତ୍ୟୁ

30-Jun-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ମା’ ସହ ଗାଧୋଇବାକୁ ଯାଇ ଦୁଇ ନାବାଳକ ପୁତ୍ର ପାଣିରେ ବୁଡି  ମୃତ୍ୟୁବରଣ କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ ଚାରମାଳ ଥାନା ଚୁଡାପୁଡୁଗ ଗ୍ରାମର ଦୁଃଖବନ୍ଧୁ ଖାଡିଆଙ୍କ ଦୁଇ ପୁଅ ଅଜିତ୍ ଖାଡିଆ (୪) ଓ ଅମିତ୍ ଖାଡିଆ(୬) ମା ସୁନିତା ଖାଡିଆଙ୍କ ସହ ମଙ୍ଗଳବାର ପୂର୍ବାହ୍ନ ୧୧ ଟା ରେ ଗାଧୋଇବାକୁ ଗ୍ରାମ ନିକଟସ୍ଥ ସୁରୁବାଲି ନ‌ଈକୁୁ ଯାଇଥିଲେ। ମା’ ତାଙ୍କର ଗାଧୋଉଥିବା ସମୟରେ ପୁଅ ୨ ଜଣ ମଧ୍ୟ ଗାଧୋଉଥିଲେ। ହେଲେ ମା’ ଅଜାଣତରେ ୨ ନାବାଳକ ପୁଅ ପାଣିରେ ଏକ ସଂଗରେ ବୁଡି ଯାଇଥିଲେ। ହେଲେ ମା ଜାଣି ପାରି ନ ଥିଲେ। ସେ ଭାବି ନେଇଥିଲେ ଯେ ପିଲାମାନେ ଘରକୁ ଯାଇଥିବେ।
ଘରକୁ ଯାଇ ଦେଖନ୍ତି ତ ପିଲାମାନେ ଘରେ ନାହାନ୍ତି ବହୁତ ଖୋଜାଖୋଜି କରିଥିଲେ ଗାଁ ସାରା। ଘଂଟାଏ ପରେ ଗ୍ରାମର କେତେଜଣ ବ୍ୟକ୍ତି ସେଇ ସୁରୁବାଲି ନ‌ଈକୁ ଗାଧୋଇବାକୁ ଯାଇଥିବା ବେଳେ ଜଣେ ପିଲାର ମୃତ ଦେହ ପାଣିରେ ଭାସୁଥିବାର ଦେଖି ଗାଁକୁ ଖବର ଦେଇଥିଲେ। ପାଣିରେ ଖୋଜାଖୋଜି କଲାପରେ ସେ ସ୍ଥାନରେ ଅନ୍ୟ ପିଲାର ମୃତଦେହକୁ ଉଦ୍ଧାର କରିଥିଲେ ଗ୍ରାମବାସୀ। ସଙ୍ଗେ ସଙ୍ଗେ ଆମ୍ବଲାନସ୍ ରେ ରେଢାଖୋଲ ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।ଚାରମାଳ ପୋଲିସ୍ ରେଢାଖୋଲ ଡକ୍ତରଖାନାକୁ ପହଂଚି ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିଥିବା ଜଣା ପଡିଛି। ମୃତକ ପିଲା ୨ ଟିର ବାପା ଦିନବନ୍ଧୁ ଖଡିଆ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇଥିବା ବେଳେ ମା’ ଦିନ ମଜୁରିଆ ଭାବରେ କାମ କରନ୍ତି। ସରକାରଙ୍କ ତରଫରୁ ପରିବାରକୁ ଆବଶ୍ୟକ ସାହାଯ୍ୟ କରିବାକୁ ସାଧାରଣରେ ଦାବୀ ହେଇଛି। ମୃତ୍ୟୁର ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା