-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ରାଜ୍ୟର ବରିଷ୍ଠ ସାମ୍ବାଦିକ ଜିମୂତ ମଙ୍ଗରାଜଙ୍କ ବିୟୋଗରେ ସୁବର୍ଣ୍ଣପୁରରେ ଶୋକ ସଭା

29-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ରାଜ୍ୟର ବରିଷ୍ଠ ସାମ୍ବାଦିକ ତଥା ନେତା ସାପ୍ତାହିକ ଖବର କାଗଜର ପ୍ରତିଷ୍ଠାତା  ସ୍ବର୍ଗୀୟ ଶ୍ରୀ  ଜିମୂତ ବାହାନ ମଙ୍ଗରାଜଙ୍କ ସ୍ମ୍ରୁତି ଉଦ୍ଦେଶ୍ୟରେ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମହକୁମା  ଵସଷ୍ଟାଣ୍ଡ ନିକଟସ୍ଥ  ପଂଚରଥ ମନ୍ଦିର ଠାରେ ଆଜି ସନ୍ଧ୍ୟାରେ ଏକ ଶୋକ ସଭାର ଆୟୋଜନ କରାଯାଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ଅଶ୍ୱିନୀ କୁମାର ଭୋଇ ଓ ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଓ ବିନିକାର  ପ୍ରାକ୍ତନ ପୌର ପରିଷଦ ଅଧିକାରୀ  ଆଶାରାମ ନାଏକ ଯୋଗ ଦେଇ  ଶ୍ରୀ ମଙ୍ଗରାଜଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି  ଶ୍ରୀ ମଙ୍ଗରାଜ  ରାଜ୍ୟର ଜଣେ ଟାଣୁଆ,  ଖ୍ୟlତିନାମା,  ଅନୁଭବୀ ଓ ଦକ୍ଷ  ସାମ୍ବାଦିକ ତଥା  ଭଲ ସଂଗଠକ ଥିଲେ ବୋଲି ମତ ରଖିଥିଲେ l ତାଙ୍କରି ବିଭିନ୍ନ ସମ୍ପାଦକୀୟ  ମନଛୁଆଁ, ହୃଦୟସ୍ପର୍ଶୀ  ଲେଖl ଓ  ସୁ -ସଂଗଠନ  ଆଗାମୀ ଯୁବ ପିଢ଼ି ତଥା  କାର୍ଯ୍ୟରତ ସାମ୍ବାଦିକଙ୍କୁ ନିଶ୍ଚିତ ପ୍ରେରଣା ଦେବ ବୋଲି ମତ ରଖିଥିଲେ l  'ନେତା' ଖବର କାଗଜର ସାମ୍ବାଦିକ ଯୁଧିଷ୍ଠିର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶୋକସଭାରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ଓ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରି  ସ୍ଵର୍ଗତ ମଙ୍ଗରାଜଙ୍କ ସ୍ମୃତିଚାରଣ କରିଥିଲେ l ଏହି ସ୍ମ୍ରୁତି ସଭାରେ ବରିଷ୍ଠ ସାମ୍ବାଦିକ ବିନୟ ରଞ୍ଜନ ପ୍ରଧାନ, ଓ ୟୁ ଜେ ସଭାପତି ସନ୍ତୋଷ ମିଶ୍ର, ଓ଼ଜେୟୁ ସମ୍ପାଦକ ମହାଦେବ ମଲ୍ଲିକ, ସାମ୍ବାଦିକ ସୁଶାନ୍ତ ସାହୁ, ନିରଞ୍ଜନ ଭୋଇ, ଧନଞ୍ଜୟ ଆଡ଼ ଯୁଆଡ଼ି, ପବିତ୍ର ସିଂହ, ରାଜେଶ ଠେଲା, ପ୍ରମୁଖ  ବହୁ ସାମ୍ବାଦିକ ଯୋଗ ଦେଇ ସ୍ବର୍ଗତ ମଙ୍ଗରାଜ ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପ୍ରଦାନ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମଙ୍ଗରାଜଙ୍କୁ ହରାଇ  ଏହା ରାଜ୍ୟ ର ସାମ୍ବାଦିକ ମହଲ ରେ ଗଭୀର ଆଘାତ ଲାଗିଛି ବୋଲି ମତ ରଖି  ନିଜ ନିଜ ବକ୍ତବ୍ୟ ରେ ଶ୍ରୀ ମଙ୍ଗରାଜ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା କୁ ପରାମର୍ଶ ରଖି ତାଙ୍କ  ସ୍ମ୍ରୁତି ଚାରଣ କରି ଥିଲେ l ଏବଂ ସଭା ଆରମ୍ଭ ରେ ଦୁଇ ମିନିଟ ନିରବ ପ୍ରାର୍ଥନା କରି ସ୍ବର୍ଗୀୟ ଆତ୍ମା ର ଶାନ୍ତି ଓ ସଦଗତି କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା