-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ଦାରିଙ୍ଗବାଡି : ସରକାରୀ ଜମିକୁ ନିଜର କହି ମହିଳାଙ୍କୁ ଧମକ ଦେଇ ବାପ ପୁଅ ଗିରଫ

30-Jun-2021



 ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ଆରମ୍ଭ ହେଲାଣି ଜମି ମାଫିଆଙ୍କ ରାଜ । ସରକାରୀ ଜମିକୁ ନିଜ ଅତ୍ୟାରକୁ ନେବା ପାଇଁ କେତେବେଳେ କାହାକୁ ଆକ୍ରମଣ କରୁଛନ୍ତି ତ ଆଉ କେତେବେଳେ କାହାରି ଘର ଭାଙ୍ଗି ଜିନିଷ ଚୋରି କରିନେଉଛନ୍ତି । ଦାରିଙ୍ଗବାଡ଼ି ଭଳି ଅନେକ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି । ଏପରିକି ସରକାରୀ ଜମିକୁ ନେଇ ବିଭିନ୍ନ ସମୟରେ ଗଣ୍ଡଗୋଳ ହୋଇ ଲୋକେ ଥାନାରେ ଦ୍ୱାରସ୍ତ ହେଉଥିବା ମଧ୍ୟ ଦେଖିବାକୁ ମିଳିଛି । ଏପରି କିଛି ଘଟଣା ଘଟିଛି ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଲୋହରା ସାହି ନିକଟରେ ଥିବା ସରକାରୀ ଜମିରେ । ସରକାରୀ ଜମିକୁ ନେଇ ଦୁଇ ପକ୍ଷ ଗଣ୍ଡଗୋଳ ହୋଇଥିବା ସହ ଘର ଭାଙ୍ଗି ଲୁଟ୍‌ କରାଯାଇଥିବା ଅଭିଯୋଗ ହୋଇଥିଲା । ଏହାକୁ ଆଧାର କରି ଦାରିଙ୍ଗବାଡ଼ି ସ୍ଥିତ ତୁର୍କୀବାଡ଼ି ଗ୍ରାମର ଦୁଇ ଜଣ ଜମି ମାଫିଆଙ୍କୁ ଦାରିଙ୍ଗବାଡ଼ି ପୋଲିସ ଗିରଫ କରି  କୋର୍ଟଚାଲାଣ କରିଥିବା ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି । ଦୁଇ ଜଣ ଜମି ମାଫିଆ ହେଲେ ତୁର୍କୀବାଡ଼ି ଗ୍ରାମର ପୀତବାସ ମାଳବିଷୋୟୀ ଏବଂ ତାଙ୍କ ପୁଅ ଆଲୋକ ମାଳବିଷୋୟୀ । ଅଭିଯୋଗ ଅନୁଯାଇ ଗତ ଏପ୍ରିଲ ମାସ ୨୪ ତାରିଖ ଦିନ ଲୋହରା ସାହି ନିକଟରେ ରହିଥିବା ସରକାରୀ ଜମି( ଖାତା ନଂ- ୩୬୯,ପ୍ଲଟ ନଂ-୮୫୬) ଉପରେ ଗୌଡ଼ସାହି ଗ୍ରାମର କିଳା ନାୟକ ନାମକ ଜଣେ ମହିଳା ଏକ ଘର କରିଥିବା ବେଳେ ପିତବାସ ମାଳବିଷୋୟୀ ଓ ପୁଅ ଆଲୋକ ମାଲବିଷୋୟୀ ଦୁହେଁ ମିଶି ଏହି ଜାଗା ଆମର କହି ଉକ୍ତ ମହିଳାଙ୍କ ଘର ଭାଙ୍ଗିଦେବା ସହ ସମସ୍ତ ଘରକରଣ ସାମାନ ଚୋରି କରି ନେଇଥିଲେ । ଏପରିକି ଉକ୍ତ ମହିଳାଙ୍କୁ

ବାପ,ପୁଅ ମିଶି ଜୀବନରୁ ମାରିଦେବାକୁ ଧମକ ଦେବା ସହ ଅଶାଳୀନ ଭାଷାରେ ଗାଳିଗୁଳଜ ମଧ୍ୟ କରିଥିଲେ । ଏହାପରେ ମହିଳା ଜଣକ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏନେଇ ପୋଲିସ ମାମଲା ନଂ ୭୩/୨୧ ରୁଜୁ କରିଥିବା ବେଳେ ଏସଆଇ ସୌମ୍ୟକାନ୍ତ ପଣ୍ଡା ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ଆହୁରି ଅନେକ ଏଭଳି ସରକାରୀ ଜମି ହଡପ କାରୀଙ୍କୁ ଆଗକୁ ଧରାଯିବ ବୋଲି ଦାରିଙ୍ଗବାଡି ତହସିଲଦାର ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା