-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଯାଦବ ଭବନ ନୂତନ ସଭାଗୃହ ଉଦ୍‌ଘାଟିତ

26-Oct-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)-୨୫ା୧୦: ବଲାଙ୍ଗିର ଜିଲ୍ଲା ଯାଦବ ସମାଜର ନୂତନ ସଭାଗୃହ ସ୍ଥାନୀୟ ଯାଦବ ଭବନ ପରିସରରେ ଉଦ୍‌ଘାଟନ ହୋଇଯାଇଛି । ପୌରାଞ୍ଚଳ ସଭାପତି ପଙ୍କଜ ସେଲମାଙ୍କର ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବଲାଙ୍ଗିର ଲୋକସଭା ସାଂସଦ କଳିକେଶ ନାରାୟଣ ସିଂହଦେଓ, ସମ୍ମାନିତ ଅତିଥି ଭାବେ ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଯୋଗଦେଇ ଆନୁଷ୍ଠାନିକ ଭାବେ ନବନିର୍ମିତ ସଭାଗୃହକୁ ଉଦ୍‌ଘାଟନ କରିଥିଲେ । ବଲାଙ୍ଗିର ବ୍ଳକ ଅଧ୍ୟକ୍ଷ ଗୋଲାପ ବାଗ, ଜିଲ୍ଲା ଯାଦବ ସମାଜର ସଭାପତି ପରମାନନ୍ଦ ହାତୀ,ବରିଷ୍ଠ ଉପଦେଷ୍ଟା ସତ୍ୟନାରାୟଣ ବାଗ ମଂଚାସିନ ହୋଇଥିବା ବେଳେ ବିରେନ୍ଦ୍ର ବନ୍‌ଛୋର ମଂଚକୁ ପରିଚାଳନା କରିଥିଲେ । ଦୁଇମହଲା ବିଶିଷ୍ଟ ସଭାଗୃହ ଉଦ୍‌ଘାଟନ କରି ମୁଖ୍ୟ ଅତିଥି ଶ୍ରୀ ସିଂହଦେଓ  ଜିଲ୍ଲାର ଯାଦବ ସମାଜ ବଲାଙ୍ଗିର ଜିଲ୍ଲା ବିକାଶ ପାଇଁ ଅତୀତରେ ଅନେକ କାର୍ଯ୍ୟ ହାତକୁ ନେଇଛି । ପାଟଣାରାଜ୍ୟ ସମୟରୁ ଏହି ସମାଜ ସହ ରାଜ ପରିବାର ସହ ଅତି ଘନିଷ୍ଠ ସମ୍ପର୍କ, ଶାସନ ସମୟରେ ପ୍ରମୁଖ ଭୂମିକା ନେଉଥିଲେ । ବର୍ତ୍ତମାନ ବଲାଙ୍ଗିର ଜିଲା ତଥା ରାଜ୍ୟ ରାଜନୀତିରେ ଯାଦବମାନଙ୍କ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି । ତେଣୁ ଯାଦବଙ୍କ ବିନା ରାଜନୀତି ସମ୍ଭବ ନୁହେଁ । ଜିଲ୍ଳାର ଯାଦବ ସମାଜ ମୋର ଅଜା ସ୍ୱର୍ଗତ ପାଟଣା  ମାହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଆକୁଣ୍ଠ ସମର୍ଥନ ପ୍ରଦାନ କରୁଥିଲେ । ଏଥିପାଇଁ ଜିଲ୍ଲା ଯାଦବ ସମାଜକୁ ଧନ୍ୟବାଦ ଅର୍ପଣ କରୁଛି ।  ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କ ସର୍ବାଙ୍ଗୀନ ବିକାଶ ହେଉ । ଶିକ୍ଷାକୁ ଆହୁରି ଅଧିକ ଧ୍ୟାନ ଦିଆଯାଉ । ଆଗାମୀ ଦିନରେ ଏହି ସଂଗଠନକୁ ସଦୃଢ଼ କରିବା ପାଇଁ ମୋର ସମର୍ଥନ ସବୁବେଳେ ରହିଛି ବୋଲି କହିଥିଲେ । ଶେଷରେ ଯୁବ ଯାଦବ ସଙ୍ଗଠକ ପ୍ରଶାନ୍ତ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ । ତେବେ ପୂଜା କର୍ତ୍ତା ଭାବେ ଦୁର୍ବାଦଳ ମହାକୁର ଓ ତାଙ୍କ ଧର୍ମପତ୍ନୀ ପୁଷ୍ପାଞ୍ଜଳୀ ମହାକୁର ଦାୟିତ୍ୱ ନିର୍ବାହ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅରକ୍ଷୀତ ଜୁଏଡ, ମହେନ୍ଦ୍ର ବାଗ, ଧୃବ ଜୁଏଡ, ଭଗବାନ ବଗର୍ତ୍ତୀ, ବାଗଦଲ ମହାକୁର, ଦୂତିବାହନ ଚନ୍ଦନ, ବନମାଳୀ ବାଗ, ରଥୀଚନ୍ଦ୍ର ଭୋଇ, ଧୀରୁ ବନଛୋର, ଦମୟନ୍ତୀ ବାଗ, ବିନୋଦ କାଲସାଏ, ଜୟଦେବ ଜାଲ, ଡମନ ବଗର୍ତ୍ତୀ, ବରୁଣ କୁମାର ହେନା, ଆକୁଳ ରାଉତ, ଖରତ କୁମାର ରାଉତ, ପ୍ରଦୀପ ସେଲମା, ଅଷ୍ଟମୀ ବଗର୍ତ୍ତୀ, ବାସୁଦେବ ନାଗ, ଆକୁଳ ବଗର୍ତ୍ତୀ, ନୂତନ ସେଠ, ଗୁଲୁ ବେହେରା, ବିଭୂତି ଭୂଷଣ ମିଶ୍ର, ଅସରତ ଅଲ୍ଲୀ ଖାଁ, ରାଜୀବ ଦାସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ବଲାଙ୍ଗିର ଜିଲା ଯାଦବସମାଜର ତେୃବୃନ୍ଦ ତଥା ବିଜେଡିର କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like