-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ପୁଣି ତେଜିଲା ମାଟ୍ରିକ ଫଳକୁ ନେଇ ଛାତ୍ର ଅସନ୍ତୋଷ, କଲେ ରାସ୍ତା ଅବରୋଧ ଓ ବ୍ଲକ କାଯ୍ୟାଳୟ ଘେରାଉ

30-Jun-2021



କଟକ, ସାଲେପୁର:ଗତକାଲି ସାଲେପୁର ବ୍ଲକ ଅନ୍ତର୍ଗତ ଅରବିନ୍ଦପୂର୍ଣ୍ଣାଙ୍ଗ ସ୍କୁଲରେ  ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଧାରଣାରେ ବସିଥିଲେ  ପିଲାମାନଙ୍କର ମାଟ୍ରିକ ପରୀକ୍ଷାରେ ରେଜଲ୍ଟ କମିବା ନେଇ ।ସ୍କୁଲ ର ସେକ୍ରେଟେରି ଓ ପ୍ରଧାନ ଆଚାଯ୍ୟ ଏହାର ସମାଧାନ କରିବାକୁ କଥା ଦେଇଥିଲେ ।କିନ୍ତୁ  କିଛି ବୁଝିନଥିଲେ ।ଏଥିରେ ଅଭିଭାବକ ଓ ଛାତ୍ର ଛାତ୍ରୀ ମାନେ ଅସନ୍ତୋଷ ପ୍ରକାଶ କରି ଆଜି ଦିନ ୧୧ସମୟରେ  ସାଲେପୁର ବଜାରର ମୁଖ୍ୟ ରାସ୍ତା ଓ ବ୍ଲକ କାଯ୍ୟାଳୟ ସମୁଖରେ ଧାରଣା ଦେଇଥିଲେ । ଏଥିରେ ପ୍ରାୟ ୩୦ ମିନିଟ୍ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ।ସେଠାରେ  ସାଲେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଧାରଣାରେ ବସିଥିବା ଅଭିଭାବକ ଓ ଛାତ୍ର ଛାତ୍ରୀ ମାନଙ୍କୁ ଟଣାଓଟରା କରି ଉଠାଇଥିଲା।କିଛି ସମୟ ପାଇଁ ପୋଲିସ ଓ ଅଭିଭାବକ ,ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।ପିଲାମାନେ କିନ୍ତୁ ନିଜ ନିଷ୍ପତ୍ତି ରେ ଅଟଳ ରହିଥିଲେ ଓ କାନ୍ଦି କାନ୍ଦି ରାଜ୍ୟ ସରକାର ଓ ଆମ ସ୍କୁଲ କାହିଁକି ଆମ ଭବିଷ୍ୟତ ସହିତ ଖେଳ ଖେଳୁଛି ଏ ଅଧିକାର ତାଙ୍କୁ ଦେଲା କିଏ ? ଏତେ କମ  ରେଜଲ୍ଟ   ରେ ଆମେ   କେଉଁ କଲେଜରେ ନାମ ଲେଖାଇବୁ ।ଏହା ଆମ ପ୍ରତି ଅନ୍ୟାୟ କରୁଛନ୍ତି ସରକାର ଓ ସ୍କୁଲ ।୨୨ଟି ଓ ୨୩ ଟି ସ୍କୁଲର ରେଜଲ୍ଟ ବଢିଥିଲା  ବେଳେ ଆମର କଣପାଇଁ କମିଲା ବୋଲି ଅନୂରୁପ ଅ ଭିଯୋଗ କରିଛନ୍ତି ।ଯଦି ଆଗକୁ ଏହାର ସରକାର ଓ ସ୍କୁଲ କର୍ତ୍ତୃପକ୍ଷ କିଛି ସମାଧାନ ନ କରନ୍ତି ତେବେ ଏହି ଆନ୍ଦୋଳନ ଆଗକୁ ଆହୁରି ତୀବ୍ର ହେବ ବୋଲି କହିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ । (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା