-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ସୋନପୁର : ନାଇକେନପାଲିରେ ପିସିଭି ଟୀକା ପାଇଁ ପ୍ରଚାର ରଥର ଶୁଭାରମ୍ଭ

30-Jun-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ନ୍ୟୁମୋକୋକାଲ କଞ୍ଜୁଗେଟ ଭ୍ୟାକସିନ ବା ପିସିଭି ଟୀକାର ନିୟମିତ ଟୀକାକରଣ ସୂଚୀରେ ସାମିଲ ହେବା ଅବସରରେ ବ୍ୟାପକ ଜନ ସଚେତନତା ସୃଷ୍ଟି ପାଇଁ ଆଜି ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ଏକ ପ୍ରଚାର ରଥର ଶୁଭାରମ୍ଭ ହୋଇଯାଇଛି। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଆଗାମୀ ୯ ଜୁଲାଇ ଯାଏଁ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ସମସ୍ତ ଗ୍ରାମରେ ବୁଲି ଏହି ରଥ ବ୍ୟାପକ ସଚେତନତା ସୃଷ୍ଟି କରିବାର ଲକ୍ଷ୍ୟ ରଖାଯାଇଛି। ଏଠାରେ ସୂଚନାଯୋଗ୍ୟ ଯେ, ନିମୋନିଆ ହେଉଛି ପାଞ୍ଚ ବର୍ଷରୁ କମ୍ ବୟସର ପିଲାଙ୍କର ମୃତ୍ୟୁର କାରଣମାନଙ୍କ ମଧ୍ୟରୁ ଏକ ପ୍ରମୁଖ କାରଣ । ବିଶେଷ କରି ଦୁଇ ବର୍ଷରୁ କମ୍ ବୟସର ପିଲାମାନେ ନିମୋନିଆରେ ଆକ୍ରାନ୍ତ ହୋଇଥାନ୍ତି। ନିମୋକୋକସ୍ ଜୀବାଣୁ ଦ୍ଵାରା ମସ୍ତିସ୍କରେ ହେଉଥିବା ସଂକ୍ରମଣ ଓ ନିମୋନିଆରୁ ସୁରକ୍ଷା ଦେବାରେ ପିସିଭି ଟୀକା ସାହାଯ୍ୟ କରିଥାଏ । ତେଣୁ ନିୟମିତ ଟୀକାକରଣ ସୂଚୀରେ ପିସିଭି ଟୀକାକୁ ସାମିଲ କରାଯାଇଛି। ପିଲାକୁ ଦେଢ ମାସ, ସାଢେ ତିନି ମାସ ଏବଂ ନଅ ମାସରେ ପିସିଭି ଟୀକା ଦିଆଯିବ । ସଚେତନତା ରଥ ବ୍ୟତିତ ଗ୍ରାମ୍ୟସ୍ତର ରେ କୋଭିଡ ନିୟମ ପାଳନ ସହିତ ଆହୁରି ସଚେତନତା ମୂଳକ କାର୍ଯ୍ୟକ୍ରମମାନ ଆୟୋଜନର ଯୋଜନା ରହିଛି ବୋଲି ଡାକ୍ତରଖାନା ତରଫରୁ ସୂଚନା ମିଳିଛି। ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡାକ୍ତର ରାମ ଶଙ୍କର ତ୍ରିପାଠୀ, ଆୟୁଷ ଡାକ୍ତର ପ୍ରମୋଦ ମେହେର, ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର, ସ୍ଵାସ୍ଥ୍ୟକର୍ମୀ ଅମିତ ପଧାନ, ସତ୍ୟନାରାୟଣ ହାତୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା