-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||     

HOME   ଜିଲ୍ଲା

ମାହାଙ୍ଗା ପ୍ରେସ କ୍ଳବ୍ ପକ୍ଷରୁ ଅଗ୍ନି ବିପନ୍ନ ଛାତ୍ରୀଙ୍କୁ ସହାୟତା ପ୍ରଦାନ

30-Jun-2021



କଟକ (ଦୀପକ କୁମାର ଷଡଙ୍ଗୀ): କଟକ ଜିଲ୍ଲା ମାହାଙ୍ଗା ବ୍ଲକ ନାହାଙ୍ଗ ଗ୍ରାମରେ ଗତକାଲି ବିଳମ୍ବିତ ରାତ୍ରିରେ ଘଟିଯାଇଥିବା ଅଗ୍ନିକାଣ୍ଡରେ ବିଜୟ ମହାପାତ୍ର ଓ ରଞ୍ଜନ ମହାପାତ୍ରଙ୍କ ୬ ବଖରା ଚାଳଛପର ଘର ସହ ସର୍ବସ୍ବ ଖାଦ୍ୟ ବସ୍ତ୍ର ଟଙ୍କା ସୁନା ଅଳଙ୍କାର  ନିଆଁରେ ପୋଡି ପାଉଁଶ ହୋଇଯାଇଛି, ଏପରିକି ତାଙ୍କର ଦୁଇ କଲେଜ ପଢୁଆ ଝିଅଙ୍କ ସମସ୍ତ ଆସବାବ ପତ୍ର ଖାତା ବହି ନିଆଁରେ ପୋଡି ପାଉଁଶ ହୋଇଯାଇଛି, ଅଗ୍ନି ବିପନ୍ନ ଛାତ୍ରୀ ଅର୍ପିତା ମହାପାତ୍ର ଯୁକ୍ତ ୩ ଶେଷ ବର୍ଷ କଳା ପରୀକ୍ଷା ଦୁଇଦିନ ପରେ ହେବ,  ଏଭଳି ସର୍ବସ୍ବ ହରାଇଥିବା ଛାତ୍ରୀଙ୍କ ନିକଟରେ ମାହାଙ୍ଗା ପ୍ରେସ କ୍ଲବ କାର୍ଯ୍ୟକାରୀ ସଭାପତି ଲଷ୍ମୀଧର ଖୁଣ୍ଟିଆଙ୍କ ନେତୃତ୍ୱରେ କର୍ମକର୍ତ୍ତା ମାନେ ପହଂଚି ପାଠ ପଢା ଓ ପରୀକ୍ଷା ପାଇଁ ଅଢେଇ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି,ଏଥିରେ କ୍ଲବ ର ସଭାପତି ଦୀପକ ସାହୁ, ସାମ୍ବାଦିକ ସପ୍ତଜ୍ୟୋତି ରାଉଳ, ଦୟାନିଧି ସାହୁ   ରମେଶ ସାହୁ, ଅଶୋକ ଦାସ,  ରାମକୃଷ୍ଣ ସାହୁ, ଅନିରୁଦ୍ଧ ପାଣି, ଅଶୋକ ପ୍ରହରାଜ,ଦେବେନ୍ଦ୍ର ଷଡ଼ଙ୍ଗୀ, ପିକେ ବାରିକ ସମେତ ସମସ୍ତ ସାମ୍ବାଦିକ ଉପସ୍ଥିତ ରହି ସହାୟତା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026

You Might Also Like