-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ଅଧା ଓଡିଶା ରୁ ବିଦାୟ ନେଲା ମୌସୁମୀ

26-Oct-2020



ଭୁବନେଶ୍ବର(ପ୍ରେରଣା ଖବର) ଶେଷରେ ମୌସୁମୀର ବିଦାୟ ନେବାର ପର୍ବ ଆରମ୍ଭ ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରୁ ବିଦାୟ ନେଇଛି ମୌସୁମୀ। ୮ଟି ଜିଲ୍ଲାରୁ ସଂପୂର୍ଣ୍ଣ ଓ ୮ ଜିଲ୍ଲାରୁ ଆଂଶିକ ଭାବେ ମୌସୁମୀ ବିଦାୟ ନେଇଛି। ବିଶେଷକରି ପଶ୍ଚିମ ଓଡ଼ିଶାରୁ ମୌସୁମୀ ବିଦାୟ ନେଇଛି!

ତେବେ ଆଗାମୀ ଦୁଇ ଦିନ ଭିତରେ ଯଦି ପାଗ ଅନୁକୂଳ ରୁହେ, ତାହେଲେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେଇଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଯେଉଁ ୮ଟି ଜିଲ୍ଲାରୁ ମୌସୁମୀ ସମ୍ପୂର୍ଣ୍ଣ ବିଦାୟ ନେଇଛି। ସେହି ଜିଲ୍ଲାଗୁଡ଼ିକ ହେଲେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର ଓ ନୂଆପଡ଼ା!ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରୁ ପ୍ରାୟତଃ ମୌସୁମୀ ବିଦାୟ ନେଇଛି। ସେହିପରି ଆସନ୍ତା ୨୮ ତାରିଖ ସୁଦ୍ଧା ସାରା ଦେଶରୁ ମୌସୁମୀ ବିଦାୟ ନେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ଦୁଇ ମାସ ଧରି ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ବିଶେଷକରି ଲଘୁଚାପଜନିତ ବର୍ଷା ପ୍ରଭାବରେ ଏଥର ଅଧିକାଂଶ ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖା ଦେଇଥିଲା!


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like