-+91-9937148622 |
prerana_bgr@rediffmail.com |
Thursday 27th August 2026 |
R.N.I. Regd No. ODIODI/2010/46693
Breaking News
30-Jun-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଓଡିଶାରେ ଲକ୍ଡାଉନ୍କୁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି। ପୂର୍ବରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଗତକାଲି ଶେଷ ହେପଉଥିବାରୁ ଏହାର ସମୟ ସୀମାକୁ ବୃଦ୍ଧି କରାଯାଇଛି। ଜୁଳାଇ ୩୧ ଯାଏ ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ। ଜୁଲାଇ ୧୬ ଯାଏ ଆଂଶିକ ଲକ୍ ଡାଉନ୍ ଜାରି ରହିବ l ଏ ନେଇ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି l