-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ମହାନଦୀ ସେତୁରୁ ଡେଇଁ ଆତ୍ମହତ୍ୟା କରୁଥିବା ମହିଳାକୁ ଉଦ୍ଧାର କଲେ ଡୋଳାମଣି ମେହେର

30-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ଆଜି ମଧ୍ୟାହ୍ନ ସମୟରେ ବିନିକା ମହାନଦୀ ସେତୁ ଉପରୁ ପାଣିକୁ ଡେଇଁ ଆତ୍ମହତ୍ୟା କରୁଥିବା ଜଣେ ମହିଳାକୁ ବ୍ରିଜ ରାସ୍ତାରେ ଯାଉଥିବା ଡୋଳାମଣି ମେହେର ନାମକ ଜଣେ ବ୍ୟକ୍ତି ହାତ ଟାଣି ଉଦ୍ଧାର କରିଛନ୍ତି l ଖବରପାଇ ବିନିକା ପୋଲିସ ତୁରନ୍ତ ଘଟଣାସ୍ଥଳକୁ ପହଞ୍ଚି     ମହିଳାକୁ ଆଣି ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି l ତେବେ ମହିଳାଙ୍କ ଦେହର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା ଜଣାପଡିଛି l ମିଳିଥିବା ଖବରରୁ ଜଣାଯାଏ ଯେ ମହିଳା ଜଣକ ବିନିକା ବ୍ଲକ ଅନ୍ତର୍ଗତ ସିଂହିଯୁବା ଗ୍ରାମର ଆଶାକର୍ମୀ ସସ୍ମିତା ନାଏକ l  ଘରୋଇ କଲହକୁ ସହ୍ୟ କରି ନ ପାରି ଆଜି ସକାଳେ ଘରୁ ଚାଲିଆସି ବିନିକା ମହାନଦୀ ସେତୁ ପାଚେରୀ ଉପରକୁ ଚଢି ତଳେ ଥିବା ପାଣିକୁ ଡେଇଁ

ଆତ୍ମହତ୍ୟା ପାଇଁ ପଦକ୍ଷେପ ନେଉଥିବା  ବେଳେ ସେହି ରାସ୍ତାରେ ଯିବା ଆସିବା କରୁଥିବା ଅନେକ ଲୋକ ମହିଳାଙ୍କ ଏପରି ଉଦ୍ୟମରେ ଭୟଭୀତ ହୋଇ ପଡ଼ିଥିଲେ  ହେଁ ଡୋଳାମଣି ନାମକ ଜଣେ ବ୍ୟକ୍ତି ଦୁଃସାହସିକ ସହ ପାଚେରୀ ଉପରୁ  ମହିଳାର ହାତକୁ ଟାଣି ଆଣିଥିଲେ l ମହିଳାଙ୍କ ଜୀବନ ବଞ୍ଚାଇବାରେ ଡୋଳାମଣିଙ୍କ ଉପସ୍ଥିତ ବୁଦ୍ଧିକୁ ସାଧାରଣରେ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like