-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ରାଜ୍ୟ

ଜୁଲାଇ ଗାଇଡ୍ ଲାଇନ୍ ଜାରି କଲେ ମୁଖ୍ୟ ଶାସନ ସଚିବ : ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ସବୁ ଦୋକାନ ଖୋଲିବ

30-Jun-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) : ଜୁଲାଇ ଗାଇଡଲାଇନ ନେଇ ମୁଖ୍ୟ ଶାସନ ସଚିବଙ୍କ ସୁରେଶ ମହାପାତ୍ରଙ୍କ ଭାଷଣ l  ଆଂଶିକ ଲକଡାଉନକୁ ଲୋକେ ପାଳନ କରିଛନ୍ତି l ୧୭ ଜିଲ୍ଲାରେ ସଂଧ୍ୟା ୫ ଯାଏ ସବୁ ଦୋକାନ ଖୋଲିବାକୁ ଅନୁମତି ଥିଲା; ଖୁସିର କଥା ୧୭ ଜିଲ୍ଲାରେ ସଂକ୍ରମଣ ଆଉ ବଢ଼ିନାହିଁ; ବାକି ୧୩ ଜିଲ୍ଲାରୁ ୩ ଜିଲ୍ଲାରେ ପଜିଟିଭିଟି ୫%ରୁ କମ୍ ରହିଛି ବୋଲି ମୁଖ୍ୟ ସଚିବ ସୁରେଶ ମହାପାତ୍ର କହିଛନ୍ତି l କ୍ୟାଟେଗୋରି-A ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ କୋହଳ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି l ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ସବୁ ଦୋକାନ ଖୋଲିବ, ବସ୍‌ ପରିବହନ ସେବାକୁ ଅନୁମତି, ସେଲୁନ ଖୋଲିବ, ଜୁଲାଇ ୧୬ ଯାଏ ଆଂଶିକ ଲକ୍‌ଡାଉନ ବଳବତ୍ତର ରଖିଲେ ସରକାର, ସପିଙ୍ଗ ମଲ୍‌ ଓ ବିୟୁଟି 

ପାର୍ଲର, ସ୍ପା ପୂର୍ବଭଳି ବନ୍ଦ ରହିବ l ପଜିଟିଭିଟି ରେଟ ୫%ରୁ ଅଧିକ ଥିବା ବାକି ୧୦ ଜିଲ୍ଲା କାଟେଗୋରୀ Bରେ ରହିଛି । ସ୍ଥିତି ଦେଖି ଗ୍ରାଜୁଆଲି ଅନଲକ୍ ଆରମ୍ଭ କରାଯିବାକୁ ସରକାରଙ୍କ ନିଷ୍ପତ୍ତି l ୧୦ ଜିଲ୍ଲାରେ ସବୁ ଦୋକାନ ସକାଳ ୬ରୁ ଦିନ ୨ଟା ଯାଏ ଖୋଲିବ, ୨୦ କମ୍‌ ସଂକ୍ରମିତ ଜିଲ୍ଲାରେ ସପ୍ତାହାନ୍ତ ସଟ୍‌ଡାଉନ ହଟିଲା, A କ୍ୟାଟେଗୋରିର ୨୦ ଜିଲ୍ଲାରେ ଖୋଲି ପାରିବ ସାପ୍ତାହିକ ହାଟ!  ଜୁଲାଇ ୧୬ ଯାଏଁ ବଢିଲା ଆଂଶିକ ଲକ୍‌ଡାଉନ୍ l ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା, ୧୩ ଜିଲ୍ଲାରେ ସକାଳ ୬ରୁ ଦିନ ୨ଟା ଯାଏଁ ଦୋକାନ ବଜାର ଖୋଲା l ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ରାଜ୍ୟର ସମସ୍ତ ଜିଲ୍ଲାରେ ୧ ଜୁଲାଇ ସକାଳ ୫ଟାରୁ ୧୬ ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ। ରାଜ୍ୟର ୩୦ ଜିଲ୍ଲାକୁ ଦୁଇଟି କାଟେଗୋରୀ ଯଥା ଏ ଏବଂ ବି ରେ ବିଭକ୍ତ କରାଯାଇଛି। କାଟେଗୋରୀ ଏରେ ରହିଛି ୨୦ଟି ଜିଲ୍ଲା। ଏହି କାଟେଗୋରୀରେ ଥିବା ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏହି ଜିଲ୍ଲାଗୁଜିକରେ ସପ୍ତାହାନ୍ତ ସଟ୍ ଡାଉନ୍ ରହିବନି। ବସ୍ ଚଳାଚଳ ଏବଂ ଇନଡୋର ଆଉଟଡୋର୍ ସୁଟିଂକୁ ମଧ୍ୟ ଏହିସହୁ ଜିଲ୍ଲାରେ ଅନୁମତି ମିଳିଛି। ସେହିଭଳି କାଟେଗୋରୀ ବିରେ ୧୦ଟି ଜିଲ୍ଲା ରହିଛି । ଏହି କାଟେଗୋରୀରେ ଥିବା ଜିଲ୍ଲାରେ ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ  l ସାରା ରାଜ୍ୟରେ ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ ଓ ଧର୍ମାନୁଷ୍ଠାନ, ସିନେମା ହଲ୍‌, ଅପେରା, ରାଜନୈତିକ ସମାବେଶ ପୂର୍ବଭଳି ବନ୍ଦ ରହିବ!.*କାଟେଗୋରୀ ବିରେ ସକାଳ ୬ରୁ ଦିନ ୨ଟା ଯାଏ ଦୋକାନ ଖୋଲିବ। ୧୦ ଜିଲ୍ଲାରେ ମଲ୍, ପାର୍ଲର, ସ୍ପା ଛାଡ଼ି ସବୁ ଦୋକାନ ଖୋଲିବ। ସବୁ ଦୋକାନ ସକାଳ ୬ଟାରୁ ଦିନ ୨ଟା ଯାଏ ଖୋଲିବାକୁ ଅନୁମତି। କୋଭିଡ଼ ଗାଇଡଲାଇନ ପାଳନ ଦାୟିତ୍ୱ ଦୋକାନ ମାଲିକ ନେବେ। ଯେଉଁଠି ଗାଇଡଲାଇନ ଉଲ୍ଲଂଘନ ହେବ କାର୍ଯ୍ୟାନୁଷ୍ଠାନ ହେବ!. କାଟାଗୋରୀ- A ରେ ଥିବା ସମସ୍ତ ଜିଲ୍ଲା ଗୁଡିକ...ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, 

କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା I କ୍ୟାଟେଗୋରି B ରେ ଥିବା ସମସ୍ତ ଜିଲ୍ଳା ଗୁଡିକରେ ମଲ୍, ସିନେମା ହଲ୍ ଖୋଲିବ ନାହିଁ l ଯାତ୍ରା ଚାଲିପାରିବ ନାହିଁ। ବାହାଘର, ଶୁଦ୍ଧିକାର୍ଯ୍ୟ ପାଇଁ ଥିବା କଟକଣା ବଳବତ୍ତର ରହିବ। ବାହାଘର, ଶୁଦ୍ଧି କାର୍ଯ୍ୟରେ ଭୋଜି ଦିଆଯିବନି; ଖାଦ୍ୟ ପାର୍ସଲ ଦେବେ !.କ୍ୟାଟେଗୋରି A ରେ ଥିବା ୨୦ ଜିଲ୍ଲାରେ ହେବନି ସପ୍ତାହାନ୍ତ ସଟଡାଉନ। ରାଜ୍ୟସାରା ସନ୍ଧ୍ୟା ୬ରୁ ସକାଳ ୬ଟା ଯାଏଁ ନାଇଟକର୍ଫ୍ୟୁ ଜାରି ରହିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like